ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୬୦୨ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୦୨ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୫୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୪୯ ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୩୭୩୫ କୁ ବୃଦ୍ଧି ପାଇଥିବା ବେଳେ ୧୦୦୯୫୮୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୯୩୦ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୯ଜଣ ପଜିଟିଭ ରହିଛନ୍ତି।

Leave A Reply

Your email address will not be published.