ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୫୪୫ ନୂଆ ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୭୪ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୫୪୫ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୧୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୨୬ ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୫୩୦୯ କୁ ବୃଦ୍ଧି ପାଇଥିବା ବେଳେ ୧୦୧୧୪୮୨ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୫୮୭ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୪ଜଣ ପଜିଟିଭ ରହିଛନ୍ତି।

Leave A Reply

Your email address will not be published.