ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୫୨୮ ନୂଆ ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୭୩ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୫୨୮ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୧୦ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୧୮ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୭୯୫୯କୁ ବୃଦ୍ଧି ପାଇଥିବା ବେଳେ ୧୦୧୪୪୧୨ଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୨୮୦ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୩ଜଣ ପଜିଟିଭ ରହିଛନ୍ତି।
Covid-19 Report For 2nd October
New Positive Cases: 528
Of which 0-18 years: 73
In quarantine: 310
Local contacts: 218(Details of local contacts will be shared by concerned Dist Administration)
District Wise Cases:
1. Angul: 1
2. Balasore: 9
3. Bargarh: 2
4. Bhadrak: 6— I & PR Department, Odisha (@IPR_Odisha) October 3, 2021
22. State Pool: 59
New recoveries: 579
Cumulative tested: 20172526
Positive: 1027959
Recovered: 1014412
Active cases: 5280— I & PR Department, Odisha (@IPR_Odisha) October 3, 2021