ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରୁ ଆଉ ୨୯୭ କରୋନା ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ କଳାହାଣ୍ଡିରୁ ୫୭ ପଜିଟିଭ୍

ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଆଜି ରାଜ୍ଯରେ ପୁଣି ସଂକ୍ରମିତଙ୍କ ସଂଖ୍ଯା ୨୦୦ ପାର କରିଛି। ରାଜ୍ଯରୁ ୨୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୧୭୪ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୧୨୩ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୪୦,୯୧୭ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ କଳାହାଣ୍ଡି ଜିଲାରୁ ୫୭ଜଣ ରହିଥିବା ଜଣାପଡ଼ିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

Leave A Reply

Your email address will not be published.