ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୪୦୭ ନୂଆ ଆକ୍ରାନ୍ତ, କରୋନା ନେଲା ଆଉ ୬ ଜୀବନ

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୦୭ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୩୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୬୯ ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୮୩୬୬କୁ ବୃଦ୍ଧି ପାଇଥିବା ବେଳେ ୧୦୧୫୦୧୮ଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୦୭୫ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୪ଜଣ ପଜିଟିଭ ରହିଛନ୍ତି।
Covid-19 Report For 3rd October
New Positive Cases: 407
Of which 0-18 years: 74
In quarantine: 238
Local contacts: 169(Details of local contacts will be shared by concerned Dist Administration)
District Wise Cases:
1. Angul: 2
2. Balasore: 16
3. Bargarh: 1
4. Bhadrak: 2— I & PR Department, Odisha (@IPR_Odisha) October 4, 2021
18. Sundargarh: 2
19. State Pool: 39New recoveries: 606
Cumulative tested: 20236945
Positive: 1028366
Recovered: 1015018
Active cases: 5075— I & PR Department, Odisha (@IPR_Odisha) October 4, 2021
ସେହିପରି ରାଜ୍ୟରେ ମୃତ୍ୟୁସଂଖ୍ୟା ମଧ୍ଯ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୨୦କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ରହିଥିବା ବେଳେ କଟକ ଜିଲ୍ଲାରୁ ଜଣେ ଆକ୍ରାନ୍ତ ରହିଛନ୍ତି ।
3.A 55 years old Male of Bhubaneswar.
4.A 51 years old Male of Bhubaneswar who was also suffering from Diabetes Mellitus.
5.A 48 years old Male of Cuttack District.
— H & FW Dept Odisha (@HFWOdisha) October 4, 2021
NOTE: This list does not reflect deaths occurring on a particular day. It gives details of past deaths for which the death audit process has been duly completed and the cause of death has been identified as due to Covid-19.
— H & FW Dept Odisha (@HFWOdisha) October 4, 2021