ରାଜ୍ୟରୁ ଚିହ୍ନଟ ହେଲେ ଆଉ ୨୯୬ ଜଣ ନୂଆ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୯୬ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୭୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୨୨ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୮ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୪୦୪୧ କୁ ବୃଦ୍ଧି ପାଇଥିବା ବେଳେ ୧୦୩୨୫୬୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୩୦୫୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।
Covid-19 Report For 8th November
New Positive Cases: 296
Of which 0-18 years: 58
In quarantine: 174
Local contacts: 122(Details of local contacts will be shared by concerned District)
1. Balasore: 4
2. Bhadrak: 4
3. Balangir: 2
4. Cuttack: 23
5. Deogarh: 5
6. Dhenkanal: 1— I & PR Department, Odisha (@IPR_Odisha) November 9, 2021
21. Sundargarh: 23
22. State Pool: 36New recoveries: 369
Cumulative tested: 22524398
Positive: 1044041
Recovered: 1032566
Active cases: 3058— I & PR Department, Odisha (@IPR_Odisha) November 9, 2021