ରାଜ୍ଯରୁ ଆଜି ଆଉ ୪୭୧ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୮୬ ପଜିଟିଭ୍
ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି। ଆଜି ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ୪୦୦ ପାର କରିଛି। ରାଜ୍ଯରୁ ୪୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୨୭୮ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୧୯୩ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୪୨,୬୯୫ରେ ପହଞ୍ଚିଛି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ସୁନ୍ଦରଗଡ଼ ଜିଲାରୁ ୮୬ ଜଣ ରହିଥିବା ଜଣାପଡ଼ିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।
Covid-19 Report For 3rd April
New Positive Cases: 471
In quarantine: 278
Local contacts: 193(Details of local contacts will be shared by concerned District Administration)
District Wise Cases:
1. Angul: 10
2. Balasore: 15
3. Bargarh: 5
4. Bhadrak: 6
5. Balangir: 36— I & PR Department, Odisha (@IPR_Odisha) April 4, 2021
22. Nuapada: 42
23. Puri: 14
24. Rayagada: 8
25. Sambalpur: 27
26. Sonepur: 2
27. Sundargarh: 85
28. State Pool: 9New recoveries: 205
Cumulative tested: 9159929
Positive: 342695
Recovered: 337635
Active cases: 3085— I & PR Department, Odisha (@IPR_Odisha) April 4, 2021