ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଜଗା ଦର୍ଶନ ପାଇଁ କୋହଳ ହେଲା କଟକଣା; ବିନା ଟିକା ସାର୍ଟିଫିକେଟରେ କରିହେବ ମହାପ୍ରଭୁଙ୍କ ଦର୍ଶନ

ପୁରୀ: ପୁରୀ ଶ୍ରୀମନ୍ଦିରରେ ଜଗା ଦର୍ଶନ ପାଇଁ କୋହଳ ହେଲା କଟକଣା । ଆସନ୍ତା ଫେବୃଆରୀ ୨୧ରୁ ଶ୍ରଦ୍ଧାଳୁଙ୍କ ପାଇଁ କୋହଳ ହେବ ଜଗା ଦର୍ଶନ। ଏଣିକି ଦର୍ଶନ ପାଇଁ ଆବଶ୍ୟକ ପଡିବନି ଟିକା ପ୍ରମାଣପତ୍ର । ମାତ୍ର ମାସ୍କ ପିନ୍ଧି ଭିତରକୁ ପ୍ରବେଶ ବାଧ୍ୟତାମୂଳକ । ଛତିଶା ନିଯୋଗ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି । ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କୀଷନ କୁମାର ଏହି ସୂଚନା ଦେଇଛନ୍ତି ।ଦୀର୍ଘ ଦୁଇ ବର୍ଷ ପରେ ସ୍ବାଭାବିକ ହେବ ଶ୍ରୀମନ୍ଦିର ଦର୍ଶନ। ବର୍ତ୍ତମାନ ରାଜ୍ୟରେ ଯେହେତୁ କରୋନା ସଂକ୍ରମଣ କମୁଛି, ସେନେଇ କଟକଣା କୋହଳ କରିଛନ୍ତି ରାଜ୍ୟ ସରକାର ।

Leave A Reply

Your email address will not be published.