କଟକ ବାଲିଯାତ୍ରା ପାଇଁ ପ୍ଲଟ ବିକ୍ରି ଆରମ୍ଭ, ହସ୍ତକଳା ବ୍ୟବସାୟୀମାନଙ୍କୁ ଦିଆଯିବ ପ୍ରାଥମିକତା

କଟକ: କଟକ ବାଲିଯାତ୍ରା ପାଇଁ ପ୍ଲଟ ବିକ୍ରି କାମ ଜାରି ରହିଛି। ଏହି ପ୍ରକ୍ରିୟାରେ ସହର ଓ ଜିଲ୍ଲାର ସବୁ ବ୍ୟବସାୟୀଙ୍କୁ ସୁଯୋଗ ଦେବାକୁ ଜିଲ୍ଲା ପ୍ରଶାସନ ଏକ ସଚେତନତା ରଥ ଆରମ୍ଭ କରିଛି। ଚଳିତ ବର୍ଷ ବାଲିଯାତ୍ରାରେ ସ୍ଥାନୀୟ ଓ ରାଜ୍ୟର ବିଭିନ୍ନ ହସ୍ତକଳା ବ୍ୟବସାୟ ଓ ବ୍ୟବସାୟୀମାନଙ୍କୁ ପ୍ରାଥମିକତା ଦେବା ପାଇଁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି।  ଚଳିତ ବାଲିଯାତ୍ରାରେ ସେମାନଙ୍କୁ ପର୍ଯ୍ଯାପ୍ତ ସୁଯୋଗ ଦିଆଯିବ ବୋଲି ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ କହଛନ୍ତି।

 

Leave a comment