ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ନଦୀରେ ଭାସୁଛି ମୃତଦେହ

ଭଦ୍ରକ: ଭଦ୍ରକ ଜିଲ୍ଲା ଗୋବିନ୍ଦପୁର ସ୍ଥିତ ସାଳନ୍ଦୀ ନଦୀରେ ଆଜି ଏକ ମୃତଦେହ ଭାସୁଥିବାର ଦେଖିବାକୁ ମିଳିଛି। ଏହାକୁ ଦେଖିବା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଭିଡ ଜମିଛି।

ଖବର ଅନୁଯାୟୀ, ଗୋବିନ୍ଦପୁର ଗ୍ରାମର ହିମିଦ୍ ସାହାଙ୍କ ପୁଅ ସମ୍ ସଦୀନ୍ ସାହା ବୋଲି ଜଣାପଡିଛି। ଗତ ୩ ଦିନ ହେବ ସେ ନିଖୋଜ ଥିବାବେଳେ ତାଙ୍କ ମୃତଦେହ ନଦୀରେ ଭାସୁଥିବା ଦେଖିବାକୁ ମିଳିଥିଲା। ଶୌଚ ହେବାକୁ ଯାଇଥିବା ବେଳେ ଅସାବଧାନତା କାରଣରୁ ନଦୀରେ ବୁଡି ମୃତ୍ୟୁ ବରଣ କରିଥିବା ସନ୍ଦେହ କରାଯାଉଛି। ଖବର ପାଇ ଗ୍ରାମାଞ୍ଚଳ ପୋଲିସ ପହଞ୍ଚି ମୃତଦେକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ପ୍ରାଥମିକ ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.