ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କେନାଲରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ

କଟକ: କଟକ ଫ୍ରେଣ୍ଡ କଲୋନୀ ସ୍ଥିତ ଏକ କେନାଲରେ ଭାସୁଛି ଜଣେ ବ୍ୟକ୍ତିଙ୍କ ମୃତଦେହ। ଆଜି ସକାଳୁ ସ୍ଥାନୀୟଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ । ଖବର ପାଇ ମଙ୍ଗଳାବାଗ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକଙ୍କ ପରିଚୟ ମିଳିପାରି ନଥିବା ବେଳେ ମୃତ୍ୟୁର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି । ମୃତକଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି।

Leave A Reply

Your email address will not be published.