ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବର୍ବରା ସେକସନ୍‌ ଖରିଆପଲ୍ଲୀ ଜଙ୍ଗଲରୁ ଦନ୍ତା ହାତୀର ମୃତଦେହ ଠାବ

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ରେଞ୍ଜ ଅନ୍ତର୍ଗତ ବରବରା ସେକ୍ସନ ଅଧିନ ଖରିଆପଲ୍ଲୀ ଜଙ୍ଗଲ ମଧ୍ୟରେ ଏକ ଦନ୍ତା ହାତୀର ମୃତ୍ୟୁଦେହ ପଡିଥିବାର ଦେଖି ବାକୁ ମିଳିଛି। ମୃତ ହାତୀର ଆନୁମାନିକ ବୟସ ୨୫ରୁ ୩୦ ବର୍ଷ ହେବ ବୋଲି ଜଣାପଡ଼ିଛି। ଖବର ପାଇ ବିଭାଗୀୟ ଡ଼ିଏଫଓ ପୂର୍ଣ୍ଣିମା ପାଣ୍ଡିଆନ ସଦଳବଳେ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ତଦନ୍ତ ପରେ ମୃତ୍ୟୁର କାରଣ ସଠିକ୍ ଜଣା ପଡିବ ବୋଲି ଡିଏଫଓ ପୂର୍ଣ୍ଣିମା ପାଣ୍ଡିଆନ କହିଛନ୍ତି।

Leave A Reply

Your email address will not be published.