ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ୫ଦିନ ରିମାଣ୍ଡରେ ନେଲା ସିବିଆଇ

ନୂଆଦିଲ୍ଲୀ: ୫ ଦିନିଆ ସିବିଆଇ ରିମାଣ୍ଡରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀର ରାଉଜ ଆଭିନ୍ୟୁ କୋର୍ଟ ମନୀଷ ସିସୋଦିଆଙ୍କୁ ୫ ଦିନିଆ ରିମାଣ୍ଡରେ ପଠାଇଛନ୍ତି । ମାର୍ଚ୍ଚ ୪ ତାରିଖ ଯାଏ ସିବିଆଇ ହେପାଜତରେ ରହିବେ ମନୀଷ ସିସୋଦିଆ ।

୨୦୨୧-୨୨ର ଅବକାରୀ ନୀତିରେ ଅନିୟମିତାର ଅନେକ ଦିଗକୁ ନେଇ ଗତକାଲି ଦୀର୍ଘ ଆଠ ଘଣ୍ଟାର ଜେରା ପରେ ସିବିଆଇ ସିସୋଦିଆଙ୍କୁ ଗିରଫ କରିଥିଲା। ସୋମବାର ତାଙ୍କୁ ରାଉଜ ଏଭେନ୍ୟୁ କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ମାର୍ଚ୍ଚ ୪ ତାରିଖ ଯାଏଁ ସିସୋଦିଆଙ୍କୁ ଚାରି ଦିନିଆ ରିମାଣ୍ଡରେ ନେବାକୁ ସିବିଆଇକୁ ଅନୁମତି ଦେଇଛନ୍ତି। କୋର୍ଟରେ ମନୀଷଙ୍କୁ ହାଜର ବେଳେ ବ୍ୟାପକ ସଂଖ୍ୟାରେ ପୋଲିସ ଏବଂ ସୁରକ୍ଷାକର୍ମୀ ଉପସ୍ଥିତ ରହିଥିଲେ ।

Leave A Reply

Your email address will not be published.