ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଧାମନଗର ଉପନିର୍ବାଚନ ପାଇଁ ସୂର୍ଯ୍ଯବଂଶୀ ସୂରଜଙ୍କୁ ପ୍ରାର୍ଥୀ କଲା ବିଜେପି

ଭୁବନେଶ୍ୱର: ଧାମନଗର ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିଛି । ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ଯବଂଶୀ ସୂରଜଙ୍କୁ ବିଜେପି ପ୍ରାର୍ଥୀ କରିଛି । ଏନେଇ ବିଜେପି କନ୍ଦ୍ରେୀୟ ନିର୍ବାଚନ କମିଟି ଆଜି ବିଜ୍ଞପ୍ତି ଜାରି କରି ସୂଚନା ଦେଇଛି।

ଖବର ଅନୁଯାୟୀ, ଅକ୍ଟୋବର ୧୪ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରହିଛି । ୧୫ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ, ଅକ୍ଟୋବର ୧୭ ହେଉଛି ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ । ନଭେମ୍ବର ୩ ତାରିଖରେ ଧାମନଗର ଉପନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ । ୬ ତାରିଖରେ ଭୋଟ୍‌ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ ।

Leave A Reply

Your email address will not be published.