ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବାତ୍ୟା କ୍ଷୟକ୍ଷତି ନେଇ ଜିଲ୍ଲାପାଳ ମାନଙ୍କୁ ରିପୋର୍ଟ ମାଗିଲା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ

ଭୁବନେଶ୍ବର: ବାତ୍ୟା କ୍ଷୟକ୍ଷତି ନେଇ ଜିଲ୍ଲାପାଳମାନଙ୍କୁ ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ବିଭାଗ ପକ୍ଷରୁ ରିପୋର୍ଟ ମଗାଯାଇଛି । ଖୁବ୍‌ଶୀଘ୍ର ଏହି ରିପୋର୍ଟ ଦେବା ଲାଗି ସବୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏ ନେଇ ରାଜସ୍ବ ଓ ବିପର୍ଯ୍ଯୟ ପ୍ରସମନ ମନ୍ତ୍ରୀ ସୁଦାମ ମାରାଣ୍ଡି ସୂଚନା ଦେଇଛନ୍ତି । ତେବେ ରିଲିଫ୍ କୋଡ୍ ଅନୁଯାୟୀ ଚାଷୀଙ୍କୁ ଏହି ସହାୟତା ମିଳିବ ।

Leave A Reply

Your email address will not be published.