ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବିଜେଡି ସାଂସଦ ସସ୍ମିତ ପାତ୍ରଙ୍କୁ ଆଉ ଏକ ନୂଆ ଦାୟିତ୍ୱ

ନୂଆଦିଲ୍ଲୀ :  ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କୁ ଆଉ ଏକ ଗୁରୁ ଦାୟିତ୍ବ ମିଳିଛି। କୋଇଲା ଓ ଖଣି ମନ୍ତ୍ରାଳୟ ପରାମର୍ଶଦାତା କମିଟିର ସଦସ୍ୟ ହୋଇଛନ୍ତି। ପୂର୍ବରୁ ସେ ଆଇନ ମନ୍ତ୍ରାଳୟ ପରାମର୍ଶଦାତା କମିଟିର ସଦସ୍ୟ ଭାବେ ଚୟନ ହୋଇଛନ୍ତି ।

ସୂଚନା ଅନୁଯାୟୀ, ବିଜୁ ଜନତା ଦଳ ପକ୍ଷରୁ ସସ୍ମିତ ପାତ୍ର ୨ୟ ଥର ପାଇଁ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି । ୨୦୨୮ରେ ସସ୍ମତିଙ୍କ କାର୍ଯ୍ଯକାଳ ସରିବ ।

Leave A Reply

Your email address will not be published.