ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଦାୟୀ ମନ୍ତ୍ରୀ, ଖୁବ ଶୀଘ୍ର ମିଳିବ ସଙ୍ଗଠନ ଦାୟିତ୍ବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ବିଦାୟୀ ମନ୍ତ୍ରୀ । ପ୍ରତାପ ଜେନା, ଦିବ୍ୟଶଙ୍କର ମିଶ୍ର, ସୁଦାମ ମାଣ୍ଡି, ଜ୍ୟୋତି ପାଣିଗ୍ରାହୀ, ରଘୁ ନନ୍ଦନ ଦାସ, ପଦ୍ମନାଭ ବେହେରାଙ୍କ ଭଳି ନେତା ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ମନ୍ତ୍ରିମଣ୍ଡଳ ପୁନର୍ଗଠନ ଏକ ସ୍ବାଭାବିକ ପ୍ରକ୍ରିୟା । ରୋଟେସନ ବେସିସିରେ ଏହା କରାଯାଇଛି।  ୨୦୨୪ରେ ସାଧାରଣ ନିର୍ବାଚନ ରହିଛି। ତେଣୁ ସଂଗଠନ କଥା ବୁଝିବାକୁ ମନ୍ତ୍ରୀଙ୍କୁ କୁହାଯାଇଛି । ଖୁବଶୀଘ୍ର ବିଦାୟୀ ମନ୍ତ୍ରୀଙ୍କୁ ସଙ୍ଗଠନ ଦାୟିତ୍ବ ଦିଆଯିବ ବୋଲି ସୂଚନା ମିଳିଛି।

Leave A Reply

Your email address will not be published.