ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଉତ୍ତରପ୍ରଦେଶର ସହାରନପୁରରେ ଭୂକମ୍ପ ଝଟକା

ଲକ୍ଷ୍ନୌ : ଉତ୍ତରପ୍ରଦେଶର ସହାରନପୁରରେ ଭୂକମ୍ପ ଝଟକା। ଶନିବାର ସକାଳ ପ୍ରାୟ ୭.୪୩ ମିନିଟ୍‌ରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୨.୯ ଥିବା ବେଳେ ଏହାର ୧୦ କିଲୋମିଟର ଥିବା ନେଇ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ହିମାଚଳ ପ୍ରଦେଶର ଚମ୍ବାରେ ମଧ୍ୟ ସକାଳ ୯.୫୨ରେ ଭୂକମ୍ପ ଅନୁଭୂତ ହୋଇଛି। ତେବେ ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ସୂଚନା ମିଳିଛି।

Leave A Reply

Your email address will not be published.