ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଖଣି ମାଲିକ ତଥା ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକଙ୍କ କାର୍ଯ୍ଯାଳୟରେ ଇଡିର ଚଢାଉ

ଭୁବନେଶ୍ୱର: ଖଣି ମାଲିକ ତଥା ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକଙ୍କ କାର୍ଯ୍ଯାଳୟରେ ଇଡିର ଚଢାଉ । ଜିତେନ୍ଦ୍ରଙ୍କ ଚାରୋଟି ଖଣି ଉପରେ ଚଢାଉ ହୋଇଛି । ମନି ଲଣ୍ଡରିଂ ମାମଲାରେ ସକାଳୁ ଚଢାଉ କରିଛି ଇଡି । ଯୋଡାର ଦୁଇଟି ଓ ଭୁବନେଶ୍ବରର ଦୁଇଟି କାର୍ଯ୍ଯାଳୟରେ ଚଢାଉ ଚାଲିଛି । ଆଜି ସକାଳ ୮ଟାରୁ ଯୋଡାର ୨ଟି ଓ ଭୁବନେଶ୍ବରର ଦୁଇଟି ସ୍ଥାନରେ ଚଢ଼ାଉ ଜାରି ରହିଛି । ଭିଜିଲାନ୍ସ ପକ୍ଷରୁ ରୁଜୁ ହୋଇଥିବା ଏକ ମାମଲା ଆଧାରରେ ଇଡି ରେଡ୍ କରୁଥିବା ସୂଚନା ମିଳିଛି ।

Leave A Reply

Your email address will not be published.