ପରଲୋକରେ ବଲିଉଡର ବର୍ଷୀୟାନ ଅଭିନେତ୍ରୀ ତଥା ଗାୟିକା ସୁଲକ୍ଷଣା ପଣ୍ଡିତ

Madhusudan Das Picture
Published On

ମୁମ୍ବାଇ: ଆରପାରିରେ ବଲିଉଡର ବର୍ଷୀୟାନ ଅଭିନେତ୍ରୀ ତଥା ଗାୟିକା ସୁଲକ୍ଷଣା ପଣ୍ଡିତ । ୭୧ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଗତକାଲି ରାତିରେ ତାଙ୍କର ହୃଦଘାତରେ ପରଲୋକ ଘଟିଛି । କିଛି ଦିନ ହେବ ସେ ଅସୁସ୍ଥ ଥିଲେ। ମୁମ୍ବାଇର ନାନାବତୀ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ସୁଲକ୍ଷଣା ପଣ୍ଡିତଙ୍କ ବିୟୋଗରେ ବଲିଉଡ ସମେତ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

ଆହୁରି ପଢ଼ନ୍ତୁ: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ବାତିଲ ହେଲା ଶାହରୁଖ ଖାନଙ୍କ 'କିଙ୍ଗ'ର ଦୁବାଇ ଶୁଟିଂ, ମୁମ୍ବାଇରେ ପ୍ରସ୍ତୁତ ହେଉଛି ମରୁଭୂମି ସେଟ୍

ସୁଲକ୍ଷଣା କେବଳ ଜଣେ ଅଭିନେତ୍ରୀ ନ ଥିଲେ, ତାଙ୍କର କଣ୍ଠର ଯାଦୁ ମଧ୍ୟ ଅନେକ ସିନେମାରେ ଦେଖିବାକୁ ମିଳିଛି । ୭୦- ୮୦ ଦଶକରେ ଚଳଚ୍ଚିତ୍ର ଉଲଝନ, ସଂକୋଚ, ଅପନାପନ, ହେରାଫେରି ସିନେମାରେ ଅଭିନୟ କରିଥିଲେ । ରାଜେଶ ଖାନ୍ନା, ସଞ୍ଜୀବ କୁମାର, ବିନୋଦ୍ ଖାନ୍ନା, ଶଶି କପୁର ଏବଂ ଶତ୍ରୁଘ୍ନ ସିହ୍ନାଙ୍କ ଭଳି କିମ୍ବଦନ୍ତି ଅଭିନେତାଙ୍କ ସହ ସେ ଅଭିନୟ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଯୁଦ୍ଧ ଯୋଗୁଁ ବଲିଉଡ୍ ପ୍ରଭାବିତ: ଅକ୍ଷୟ କୁମାର କହିଲେ 'ସମସ୍ତଙ୍କ ବ୍ୟବସାୟ ଚୌପଟ୍'

07 Nov 2025 By Madhusudan Das

ପରଲୋକରେ ବଲିଉଡର ବର୍ଷୀୟାନ ଅଭିନେତ୍ରୀ ତଥା ଗାୟିକା ସୁଲକ୍ଷଣା ପଣ୍ଡିତ

ମୁମ୍ବାଇ: ଆରପାରିରେ ବଲିଉଡର ବର୍ଷୀୟାନ ଅଭିନେତ୍ରୀ ତଥା ଗାୟିକା ସୁଲକ୍ଷଣା ପଣ୍ଡିତ । ୭୧ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଗତକାଲି ରାତିରେ ତାଙ୍କର ହୃଦଘାତରେ ପରଲୋକ ଘଟିଛି । କିଛି ଦିନ ହେବ ସେ ଅସୁସ୍ଥ ଥିଲେ। ମୁମ୍ବାଇର ନାନାବତୀ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ସୁଲକ୍ଷଣା ପଣ୍ଡିତଙ୍କ ବିୟୋଗରେ ବଲିଉଡ ସମେତ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

ସୁଲକ୍ଷଣା କେବଳ ଜଣେ ଅଭିନେତ୍ରୀ ନ ଥିଲେ, ତାଙ୍କର କଣ୍ଠର ଯାଦୁ ମଧ୍ୟ ଅନେକ ସିନେମାରେ ଦେଖିବାକୁ ମିଳିଛି । ୭୦- ୮୦ ଦଶକରେ ଚଳଚ୍ଚିତ୍ର ଉଲଝନ, ସଂକୋଚ, ଅପନାପନ, ହେରାଫେରି ସିନେମାରେ ଅଭିନୟ କରିଥିଲେ । ରାଜେଶ ଖାନ୍ନା, ସଞ୍ଜୀବ କୁମାର, ବିନୋଦ୍ ଖାନ୍ନା, ଶଶି କପୁର ଏବଂ ଶତ୍ରୁଘ୍ନ ସିହ୍ନାଙ୍କ ଭଳି କିମ୍ବଦନ୍ତି ଅଭିନେତାଙ୍କ ସହ ସେ ଅଭିନୟ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp