ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
BJD 166×600

ବାହୁଡ଼ା ଯାତ୍ରା ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ, ମୃତକଙ୍କ ପରିବାର ପାଇଁ ୩ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା

ଭୁବନେଶ୍ବର: ଗତକାଲି ବାହୁଡ଼ା ଯାତ୍ରା ସମୟରେ କେଉଁଝର ଜିଲ୍ଲା କେନ୍ଦୁଆ ଗ୍ରାମଠାରେ ୩ ଜଣ ଓ କୋରାପୁଟ ଜିଲ୍ଲା କୋଲାବ ନଗର ଠାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହାସହିତ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

Article Bottom (Mobile Only)

ଏହି ଦୁର୍ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Leave A Reply

Your email address will not be published.