ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୭ଟି ସ୍ଥାନରେ ଚଢାଉ

ଭୁବନେଶ୍ବର: ଭଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ନିର୍ବାହୀ ଯନ୍ତ୍ରୀ ମାନସ ରଞ୍ଜନ ଦାସ। । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢାଉ ଚାଲିଛି। ଖୋର୍ଦ୍ଧାରେ ତାଙ୍କ ସରକାରୀ କାର୍ଯ୍ୟାଳୟ ସମେତ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ ଜାରି ରହିଛି। ଭିଜିଲାନ୍ସ ଇନ୍ସପେକ୍ଟର ମମିତା ପ୍ରଧାନଙ୍କ ନେତୃତ୍ୱରେ ଏକ ଟିମ୍ ସମସ୍ତ ଗୁରୁତ୍ୱପୂର୍ଣ୍ଣ ଫାଇଲ ଏବଂ ଅନ୍ୟାନ୍ୟ ଆସବାବପତ୍ର ଯାଞ୍ଚ କରୁଥିବା ସୂଚନା ।

Leave A Reply

Your email address will not be published.