ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବେଆଇନ୍ ବାଣ ଗୋଦାମରେ ବିସ୍ଫୋରଣ : ୩ ମୃତ, ୭ ଆହତ

ଭୋପାଳ : ମଧ୍ୟପ୍ରଦେଶର ମୋରେନାରେ ଗୁରୁବାର ଏକ ବାଣ ଗୋଦାମରେ ବିସ୍ଫୋରଣ ହୋଇଛି। ବିସ୍ଫୋରଣବେଳେ ୧୦ରୁ ଅଧିକ ଲୋକ ସେଠାରେ ଥିଲେ। ଏହି ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୭ ଜଣ ଆହତ ହୋଇଛନ୍ତି। ବାନମୋର ନଗରର ଜୈତପୁର ରୋଡରେ ଅବସ୍ଥିତ ଗୋଦାମରେ ବିସ୍ଫୋରଣ ଘଟିବା ମାତ୍ରେ ଆତଙ୍କ ଖେଳିଯାଇଥିଲା। ଏଥି ସହ ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ପୋଲିସ ଓ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ

Leave A Reply

Your email address will not be published.