ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବଢିଲା ଓଟିଇଟି ଆବେଦନ ଅବଧି, ୨୬ ତାରିଖ ଯାଏ କରିପାରିବେ ଫର୍ମପୂରଣ

ଭୁବନେଶ୍ୱର: ଓଡିଶା ଟିଚର ଏଲିଜିବିଲିଟ ଟେଷ୍ଟ ( ଓଟିଇଟି) ୨୦୨୨ ଦ୍ୱିତୀୟ ପରୀକ୍ଷା ପାଇଁ ଆବେଦନ ଆହ୍ୱାନ କରାଯାଇଛି। ଧାର୍ଯ୍ଯ ହୋଇଥିବା  ଆବେଦନ ଅବଧିକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଆବେଦନର ଶେଷ ତାରିଖ ୧୯ ତାରିଖ ଧାର୍ଯ୍ଯ କରାଯାଇଥିଲା। ବର୍ତ୍ତମାନ ଧାର୍ଯ୍ଯ ତାରିଖରେ ବୃଦ୍ଧା କରାଯାଇ ଅକ୍ଟୋବର ୨୬ ତାରିଖ ରାତି ୧୧ଟା ୪୫ ମିନିଟ୍ ପର୍ଯ୍ଯନ୍ତ ରଖାଯାଇଛି।  www.bseodisha.ac.in ୱେବସାଇଟରେ ଏଥିପାଇଁ ଆବେଦନ କରିବାକୁ ବୋର୍ଡ ପକ୍ଷରୁ କୁହାଯାଇଛି। ରାଜ୍ୟରେ ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ଓଟିଇଟି ପାସ କରିବା ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର।

Leave A Reply

Your email address will not be published.