ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଫାରୁକ୍ ଅବଦୁଲ୍ଲା କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: ନ୍ୟାସନାଲ୍‌ କନ୍‌ଫରେନ୍ସ  ରାଷ୍ଟ୍ରୀୟ ଅଧ୍ୟକ୍ଷ‌ ଫାରୁକ୍ ଅବଦୁଲ୍ଲା କୋଭିଡ-୧୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏ ନେଇ ତାଙ୍କ ପୁଅ ଓମାର ଅବଦୁଲ୍ଲା ମଙ୍ଗଳବାର ଟ୍ବିଟ୍‌ କରି ସୂଚନା ଦେଇଛନ୍ତି।

ଏନସି ନେତା ଓମାର ଅବଦୁଲ୍ଲା କହିଛନ୍ତି ଯେ, ତାଙ୍କ ପିତାଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିବା ପରେ ସେ ପରିବାର ସଦସ୍ୟମାନଙ୍କଠାରୁ ନିଜକୁ ପୃଥକ ରଖିଥିଲେ। ଓମାର ଅବଦୁଲ୍ଲା ମଧ୍ୟ ଗତ କିଛି ଦିନ ମଧ୍ୟରେ ପରିବାର ସହ ଯୋଗାଯୋଗ କରୁଥିବା ବ୍ୟକ୍ତିଙ୍କୁ ସତର୍କତା ଅବଲମ୍ବନ କରିବାକୁ ଅନୁରୋଧ କରିଥିଲେ।

Leave A Reply

Your email address will not be published.