ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସମ୍ବଲପୁର ଜିଲ୍ଲା ମୁଖ୍ଯ ଚିକିତ୍ସାଳୟରେ ଅଗ୍ନିକାଣ୍ଡ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ମୁଖ୍ଯ ଚିକିତ୍ସାଳୟର ସୋମବାର ଅଗ୍ନିକାଣ୍ଡ ଘଟିଛି। ଡାକ୍ତର ବିଶ୍ରାମକକ୍ଷ ଏବଂ ମାଆ ଓ ଶିଶୁ ବିଭାଗରେ ଅଗ୍ନିକାଣ୍ଡ ଘଟିଛି। ସର୍ଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁଲିଭା ଉଦ୍ଯମ ଜାରି ରଖିଛନ୍ତି। ରୋଗୀଙ୍କୁ ଉକ୍ତ ୱାର୍ଡରୁ ଅନ୍ଯ ୱାର୍ଡକୁ ସ୍ଥାନାନ୍ତର କରାଯାଇଛି।

Leave A Reply

Your email address will not be published.