ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜଧାନୀରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଫୁଲ ଓ ଗିଫ୍ଟ ଦୋକାନ

ଭୁବନେଶ୍ୱର: ରାଜଧାନୀର ରାମମନ୍ଦିର ଛକ ନିକଟରେ ସୋମବାର ସନ୍ଧ୍ଯାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ଫୁଲ ଓ ଗିଫ୍ଟ ଦୋକାନ ଜଳିଯାଇ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଥିବା ସୂଚନା ମିଳିଛି । ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭା କାର୍ଯ୍ଯ ଜାରି ରଖିଛି। ପ୍ରାଥମିକ ତଦନ୍ତରୁ ଏହି ଅଗ୍ନିକାଣ୍ଡ ସର୍ଟ ସର୍କିଟରୁ ହୋଇଥିବା ଜଣାପଡ଼ିଛି।

Leave A Reply

Your email address will not be published.