ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପୁରୀ ରେଳ ଷ୍ଟେସନ ନିକଟ ଅଳିଆ ଗଦାରେ ଲାଗିଲା ନିଆଁ, ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ

ପୁରୀ: ପୁରୀରେ ପୁଣି ଲାଗିଲା ନିଆଁ । ପୁରୀ ରେଳ ଷ୍ଟେସନର ୧ ନମ୍ବର ପ୍ଲାଟଫର୍ମରେ ଅଗ୍ନିକାଣ୍ଡ ଘଟିଛି । ଆଶ୍ରମ ଛକ ରେଳ ଧାରଣା କଡ଼ ଅଳିଆ ଗଦାରେ ଏହି ନିଆଁ ଲାଗିଥିବା ସୂଚନା ମିଳିଛି । ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ତୁରନ୍ତ ଅଗ୍ନିଶମ ବାହୀନି ପହଞ୍ଚି ନିଆଁକୁ ଆୟତ କରିଛି । ରେଳ ଟ୍ରାକରେ ବର୍ତ୍ତମାନ ଟ୍ରେନ ଚଳାଚଳ ବନ୍ଦ ରହିଛି । ଘଟଣାସ୍ଥଳରେ ଷ୍ଟେସନ ମ୍ୟାନେଜର ଓ ରେଳବାଇ ଅଧିକାରୀ ଉପସ୍ଥିତ ଅଛନ୍ତି ।

Leave A Reply

Your email address will not be published.