ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
BJD 166×600

ଚଳିତ ବର୍ଷ ରାଜ୍ୟରେ ପ୍ରଥମ ଥର ପାଇଁ ୪୦ଡ଼ିଗ୍ରୀ ଛୁଇଁଲା ତାତି

ରାଜ୍ୟର ୫ଟି ସହରରେ ୪୦ ଛୁଇଁଲା ଆଜିର ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର: ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗତ ଦୁଇ ଦିନ ହେବ ଅଧିକାଂଶ ସ୍ଥାନରେ ତାପମାତ୍ରା ୨-୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ବେଳେ ଆଗକୁ ଆହୁରି ବଢିବ। ଏହାରି ମଧ୍ୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ୪୦ଡ଼ିଗ୍ରୀ ଛୁଇଁଛି ତାତି । ଟିଟଲାଗଡ,ବଲାଙ୍ଗୀର,ବୌଦ୍ଧ, ଭବାନୀପାଟଣା ଏବଂ ନୟାଗଡରେ ଆଜି ୪୦ଡ଼ିଗ୍ରୀ ଛୁଇଁଛି ସର୍ବୋଚ୍ଚ ଦିନ ତାପମାତ୍ରା । ଏ ନେଇ ଆଞ୍ଚଳିକ ପାଣିପାଗବି କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ସ୍ଥିତି ଆଗକୁ ଜାରି ରହିବା ସହ ତାପମାତ୍ରାରେ ଆହୁରି ବୃଦ୍ଧି ପାଇବ ବୋଲି ଆଶଙ୍କା ସୃଷ୍ଟି ହୋଇଛି।

Article Bottom (Mobile Only)

Leave A Reply

Your email address will not be published.