ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରଥଖଳାରେ କରୋନା ଆତଙ୍କ: ରଥ ନିର୍ମାଣରେ ନିୟୋଜିତ ୮ ସେବାୟତ କରୋନା ପଜିଟିଭ୍ ଚିହ୍ନଟ

ପୁରୀ: ପୁରୀରେ ରଥଖଳାରୁ ପୁଣି ଚିହ୍ନଟ ହେଲେ ୮ ଜଣ କରୋନା ସଂକ୍ରମିତ। ୮ଜଣ ସଂକ୍ରମିତଙ୍କ ମଧ୍ୟରୁ ୩ ଜଣ ମହାରଣା ଓ ୫ ଜଣ ଭୋଇ ସେବାୟତ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମସ୍ତଙ୍କୁ କୋଭିଡ୍ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଏ ନେଇ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଏହି ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ, ବୁଧବାର ରଥଖଳାର ୨ ବିଶ୍ବକର୍ମା କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିଲେ । ବର୍ତ୍ତମାନ ସୁଦ୍ଧା ରଥ ନିର୍ମାଣରେ ନିୟୋଜିତ ୮୯ ଜଣଙ୍କ କୋଭିଡ୍ ପରୀକ୍ଷା କରାଯାଇସାରିଛି ।

Leave A Reply

Your email address will not be published.