ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଖୁବଶୀଘ୍ର ରଙ୍ଗେଇଲୁଣ୍ଡା ଓ ଜୟପୁରରୁ ଉଡ଼ିବ ବିମାନ

ଭୁବନେଶ୍ବର: ଖୁବଶୀଘ୍ର ରଙ୍ଗେଇଲୁଣ୍ଡା ଓ ଜୟପୁରରୁ ଉଡ଼ିବ ବିମାନ । ଏନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି । ସେପ୍ଟେମ୍ବର ମାସରେ ଜମି ଅଧିଗ୍ରହଣର ଷ୍ଟାଟସ୍ ରିପୋର୍ଟ କେନ୍ଦ୍ର ସରକାରଙ୍କୁ ଦେବେ ରାଜ୍ୟ ସରକାର । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ବସିଥିଲା । ଏ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ମିଳିସାରିଛି ।

ମନ୍ତ୍ରୀ କହିଛନ୍ତି ଉଡ଼ାନ ଯୋଜନାରେ ଦୁଇଟି ସ୍ଥାନରୁ ବିମାନ ଉଡିବା ନେଇ ଯୋଜନା ଶେଷ ପର୍ଯ୍ଯାୟରେ ପହଞ୍ଚିଛି ।  ଏଥିଲାଗି ଦୁଇଟି ଏୟାର ଷ୍ଟ୍ରିପ୍ ସମ୍ପୂର୍ଣ୍ଣ ପ୍ରସ୍ତୁତି ହୋଇ ସାରିଲାଣି ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.