ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭିଜିଲାନ୍ସ ଜାଲରେ କନ୍ଧମାଳ କେ. ନୂଆଗାଁ ଫରେଷ୍ଟ ରେଞ୍ଜ ଅଧିକାରୀ, ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ କନ୍ଧମାଳ କେ. ନୂଆଗାଁ ଫରେଷ୍ଟ ରେଞ୍ଜ ଅଫିସର ବୈରାଗୀ ଚରଣ ବେହେରା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରୁଛି ଭିଜିଲାନ୍ସ । ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ । କେ.ନୂଆଗାଁ ସରକାରୀ ବାସଭବନ ଓ ଅଫିସ ସହ ଗଞ୍ଜାମ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ ଚଢ଼ାଉ ଜାରି ରହିଛି । ଗଞ୍ଜାମ ଗାଙ୍ଗପୁରରେ ଥିବା ୨ ସମ୍ପର୍କୀୟ ଘରେ ମଧ୍ୟ ଚଢ଼ାଉ ଚାଲିଛି । ଚଢ଼ାଉରେ ୪ଜଣ ଡିଏସପି ଓ ୭ଜଣ ଇନ୍ସପେକ୍ଟର ସାମିଲଥିବା ଜଣାପଡ଼ିଛି।

Leave A Reply

Your email address will not be published.