ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଗୁଳିମାଡ଼

କରାଚି: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଗୁଳିମାଡ଼ ହୋଇଛି। ଏକ ରାଲି ବେଳେ ଓ୍ବଜିରାବାଦର ଆଲାଓ୍ବଲା ଚୌକରେ ଗୁଳିମାଡ଼ ହୋଇଥିବା ଜଣାପଡ଼ିଛି। ଏହି ଗୁଳିମାଡ଼ରେ ଇମ୍ରାନଙ୍କ ମ୍ୟାନେଜରଙ୍କ ସମେତ ଆଉ ୪ ଜଣ ଆହତ ହୋଇଥିବା ସୂଚନା । ଉକ୍ତ ଗୁଳିମାଡରେ ଇମ୍ରାନ ସାମାନ୍ୟ ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁଳିମାଡ଼ କରିଥିବା ଦୁର୍ବୃତ୍ତ ଜଣଙ୍କୁ ଗିରଫ କରାଯାଇଛି।

Leave A Reply

Your email address will not be published.