ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

୪ ବରିଷ୍ଠ ଆଇଏଏସଙ୍କୁ ଅତିରିକ୍ତ ମୁଖ୍ୟ ସଚିବ ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ବର : ୪ ବରିଷ୍ଠ ଆଇଏଏସଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ପଦୋନ୍ନତି ଦେଲେ ରାଜ୍ୟ ସରକାର।  ୧୯୯୧ ବ୍ୟାଚର ୪ ଆଇଏଏସ ଅନୁ ଗର୍ଗ, ମଧୁସୂଦନ ପାଢୀ, ସତ୍ୟବ୍ରତ ସାହୁ, ବିଜୟ ଆରୋରା ଅତିରିକ୍ତ ମୁଖ୍ୟ ଶାସନ ସଚିବ ହୋଇଛନ୍ତି । କେନ୍ଦ୍ରୀୟ ଡେପୁଟେସନରେ ଥିବା ୨ ଆଇଏଏସଙ୍କୁ ପଦୋନ୍ନତି ମିଳିଛି । ଆଇଏଏସ ଜି ଶ୍ରୀନିବାସ, ଆରତି ଆହୁଜାଙ୍କୁ ପଦୋନ୍ନତି ମିଳିଛି ।

Leave A Reply

Your email address will not be published.