ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶୁକ୍ରବାର ରାଶିଫଳ ( ୦୧- ୧୦- ୨୦୨୧ )

ମେଷ: ବାରମ୍ବାର ଚେଷ୍ଟା କରି ସଫଳତା ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ଚାକିରିରେ ପ୍ରଶଂସିତ ହେବେ । ବାଣିଜ୍ୟରେ ପ୍ରସାର ହେବ । ଶିକ୍ଷାର୍ଥୀ ଉତ୍ସାହିତ ରହିବେ | ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବୃଷ: ଅଟକି ରହିଥିବା କାର୍ଯ୍ୟ ସମ୍ପନ୍ନ ହେବ | ଚାକିରିରେ ସ୍ଥାୟିତ୍ବ ବୃଦ୍ଧି ପାଇବ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ଉନ୍ନତି ହେବ । ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ

ମିଥୁନ: ଅର୍ଥଚିନ୍ତା ଓ କାର୍ଯ୍ୟହାନି ଦେଖାଦେବ। ରାଜନୀତିରେ ବିବାଦୀୟ ପରିସ୍ଥିତି ରହିବ। ପରିବହନ ଓ ବାଣିଜ୍ୟରେ ମନ୍ଥରତା ଦେଖାଦେବ । ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍

କର୍କଟ: ଦିନଟି ଉତ୍ସାହଜନକ ରହିବ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଚଳଚଞ୍ଚଳ ରହିବେ । ଚାକିରିରେ ସହଯୋଗ ମିଳିବ | ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ପ୍ରସନ୍ନ ରହିବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ଲାଲ୍

ଏଥିସହିତ ପଢ଼ନ୍ତୁ

ସିଂହ: କଠିନ ପରିଶ୍ରମ କରି ଆଗେଇ ଚାଲିବେ । ମହିଳାମାନେ ଗୃହକାର୍ଯ୍ୟରେ ସମୟ କଟାଇବେ। ଚାକିରିରେ ବ୍ୟସ୍ତ ରହିବେ। ବାଣିଜ୍ୟରେ ସ୍ଵଳ୍ପ ଲାଭ ହେବ । ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ । ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

କନ୍ୟା: ଦୀର୍ଘ ଦିନର ସ୍ବପ୍ନ ସାର ହେବ। ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ -୧, ଶୁଭ ରଙ୍ଗ-ପିଙ୍କ୍

ତୁଳା: କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ | ଚାକିରିରେ ଧନସମ୍ମାନ ପାଇବେ। ପ୍ରଶାସନିକ ଦାୟିତ୍ବବୋଧ ରହିବ। ବାଣିଜ୍ୟରେ ମନମୁତାବକ ଫଳ ମିଳିବ । ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ । ଶୁଭ ଅଙ୍କ- ୪, ଶୁଭ ରଙ୍ଗ-ମେଟାଲିକ୍

ବିଛା: କେତେକ ବିଷୟକୁ ନେଇ ବିଚଳିତ ରହିବେ । ସାଂସାରିକ ଉତ୍ତମ ବୁଝାମଣା ରହିବ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ସଫଳ ହେବେ। ଶିକ୍ଷାର୍ଥୀ ଉଚ୍ଚଶିକ୍ଷା ପ୍ରତି ଆଗ୍ରହୀ ହେବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ-କମଳା

ଧନୁ: କର୍ମକ୍ଷେତ୍ରରେ ବିଷମ ପରିସ୍ଥିତି ରହିବ। ଚାକିରିରେ ସହଯୋଗ ମିଳିବ। ମହିଳାମାନେ ଗୃହକାର୍ଯ୍ୟରେ ବ୍ୟସ୍ତ ରହିବେ। ବାଣିଜ୍ୟରେ ଉତ୍ସାହଜନକ ରହିବ । ଶିକ୍ଷାର୍ଥୀ ସଫଳ ହେବେ | ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍

ମକର: ସମାଜରେ ପ୍ରଶଂସା ଭାଜନ ହେବେ । ମହିଳାମାନେ ହତୋତ୍ସାହ ରହିବେ। ଚାକିରିରେ ଚିନ୍ତା ରହିବ । ବାଣିଜ୍ୟରେ ବ୍ୟୟବହୁଳତା ରହିବ। ଶିକ୍ଷାର୍ଥୀ ଅସଫଳ ହେବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର୍

କୁମ୍ଭ: ଦିନଟି କର୍ମତତ୍ପର ରହିବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବ। ରାଜନୀତିରେ ଶତ୍ରୁଜୟୀ ହେବେ।ପରିବହନ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ । ଶିକ୍ଷାର୍ଥୀ ଯଶ ପାଇବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା

ମୀନ: କର୍ମକ୍ଷେତ୍ରର ପ୍ରତାରଣା ପାଇପାରନ୍ତି। ପ୍ରଶାସନିକ ପ୍ରଭାବଶାଳୀ ରହିବେ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ଅନ୍ୟମନସ୍କ ରହିବେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି

Leave A Reply

Your email address will not be published.