ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶୁକ୍ରବାର ରାଶିଫଳ ( ୨୪- ୦୯- ୨୦୨୧ )

ମେଷ: ବ୍ୟସ୍ତ ବିବ୍ରତ ପାଇଁ କାର୍ଯ୍ୟ ତୃଟି କରିପାରନ୍ତି। ଚାକିରିରେ ଦାୟିତ୍ବବୋଧ ରହିବ। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟରେ ସଫଳ ହେବେ। ଶିକ୍ଷାର୍ଥୀ ନିଷ୍ଠାପର ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ଗୋଲାପୀ

ବୃଷ:କୌଣସି କାର୍ଯ୍ୟ ପାଇଁ ଦୂରଯାତ୍ରା କରିପାରନ୍ତି। ଚାକିରିରେ ଅଭିଯୋଗରେ ସମ୍ମୁଖୀନ ହେବେ। ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡିବେ। ଶୁକ୍ର ଅଙ୍କ-୨, ଶୁଭ ରଙ୍ଗ-ଧଳା

ମିଥୁନ: କର୍ମକ୍ଷେତ୍ରରେ ପ୍ରତାରଣା ପାଇପାରନ୍ତି। ଚାକିରିରେ ଅସହଯୋଗ ଦେଖାଦେବ ।ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶିକ୍ଷାର୍ଥୀ ଅସ୍ଥିର ମନା ରହିବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣୀ

କର୍କଟ: କୌଣସି ଗୁରୁତ୍ଵ କାର୍ଯ୍ୟ ତୁଲାଇ ଆଶ୍ୱସ୍ତ ହେବେ । ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ

ଏଥିସହିତ ପଢ଼ନ୍ତୁ

ସିଂହ: କର୍ମକ୍ଷେତ୍ରରେ ବିରୁଦ୍ଧାଭାଷ ରହିବା ଅର୍ଥିକ ସ୍ଥିତିର ସୁଧାର ଆସିବ। ମହିଳାମାନେ କର୍ମତତ୍ପର ରହିବେ। ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ

କନ୍ୟା: କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ରହିବ। ସାଂସାରିକ ସୁଖମୟ ରହିବ। ପ୍ରଶାସନିକ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ । ଶିକ୍ଷାର୍ଥୀ ସଫଳତା ପାଇବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ- ସିଲଭର୍

ତୁଳା: କର୍ମକ୍ଷେତ୍ରରେ ଧନସମ୍ମାନ ପ୍ରାପ୍ତି ହେବ । ସାଂସାରିକ ଭୁଲ ବୁଝାମଣା ରହିବ । ରାଜନୀତିରେ ପ୍ରତିଦ୍ବନ୍ଦିତା ଦେଖାଦେବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା

ବିଛା: ଦିନଟି ଆଶାଜନକ ସଫଳତା ମିଳିବ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ । ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ। ଶୁଭ ଅଙ୍ଗ-୭, ଶୁଭ ରଙ୍ଗ-କଫି

ଧନୁ: କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ପ୍ରଶାସନିକ ପ୍ରଭାବଶାଳୀ ରହିବେ । ରାଜନୀତିରେ ପ୍ରତିଷ୍ଠା ବୃଦ୍ଧି ପାଇବ। ବାଣିଜ୍ୟରେ ମନମୁତାବକ ଫଳ ପାଇବେ । ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲଭର୍

ମକର: ଉଦ୍ୟମ କରି ସଫଳ ହେବେ । ସାଂସାରିକ ଧର୍ମକର୍ମରେ ମନ ରହିବ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ। ଶିକ୍ଷାର୍ଥୀ ଅଧ୍ୟୟବସାୟୀ ରହିବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- ବାଇଗଣୀ

କୁମ୍ଭ: ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଚାକିରିରେ ଅବହେଳା ରହିବ। ରାଜନୀତିରେ ଶତୃବୃଦ୍ଧି ହେବେ। ମହିଳାମାନେ ହତାଦର ହେବେ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡିବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ

ମୀନ: ଦିନଟି ସମସ୍ୟା ଭିତର ଦେଇ ଗତି କରିବେ। ସନ୍ତାନସନ୍ତତିଙ୍କୁ ନେଇ ଗୌରବାନ୍ବିତ ହେବେ । ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ଲାଭ ମିଳି॥ ଶିକ୍ଷାର୍ଥୀ କର୍ତ୍ତବ୍ୟନିଷ୍ଠ ରହିବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା

Leave A Reply

Your email address will not be published.