ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶୁକ୍ରବାର ରାଶିଫଳ (୦୨-୦୭-୨୦୨୧ )

ମେଷ:କୌଣସି କାର୍ଯ୍ୟ ଉଦ୍ଦେଶ୍ୟରେ ଦୂରଯାତ୍ରା କରିପାରନ୍ତି। ଚାକିରିରେ ଚଳଚଞ୍ଚଳ ରହିବେ। ରାଜନୀତିରେ ସେବା ମନୋବୃତ୍ତି ବଢିବ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ବୃଷ:କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପାଇବେ। ସ୍ତ୍ରୀ ହେତୁକ ଧନପ୍ରାପ୍ତି ହୋଇପାରେ। ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ବାଣିଜ୍ୟରେ ଭଲ ଆୟ ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ମିଥୁନ:କାର୍ଯ୍ୟସିଦ୍ଧି ସହ ସୁଖସମ୍ମାନ ପାଇବେ। ପ୍ରଶାସନିକ ଓ ଚାକିରିରେ ପ୍ରଭାବଶାଳୀ ହେବେ। ଶିଳ୍ପ ଓ ବାଣିଜ୍ୟରେ ଆୟବୃଦ୍ଧି ହେବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

କର୍କଟ:କର୍ମକ୍ଷେତ୍ରରେ ମନ୍ଥର ରହିବ। ଚାକିରିରେଅସହଯୋଗ ରହିବ। ରାଜନୀତିରେ ସମସ୍ୟା ରହିବ। ବାଣିଜ୍ୟ ମାନ୍ଦା ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ଏଥିସହିତ ପଢ଼ନ୍ତୁ

ସିଂହ:ହେଉଥିବା କାର୍ଯ୍ୟ ବିଗିଡି ଯାଇପାରେ।ଚାକିରିରେ ଅଭିଯୋଗର ଶିକାର ହୋଇପାରନ୍ତି। ଶିଳ୍ପ, ପରିବହନ ଓ ବାଣିଜ୍ୟରେ କ୍ଷତି ହୋଇପାରେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କନ୍ୟା:ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ। ଚାକିରିରେ ସହକର୍ମୀଙ୍କ ସହଯୋଗ ପାଇବେ। ପରିବହନ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ତୁଳା:କର୍ମକ୍ଷେତ୍ରରେ ଦୃଢ ମନୋବଳ ନେଇ କାର୍ଯ୍ୟ କରିବେ। ଚାକିରିରେ ନିଷ୍ଠାପର ରହିବେ । ପରିବହନ ଓ ବାଣିଜ୍ୟର ଲାଭଜନକ ରହିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ବିଛା:ଦିନଟି କାର୍ଯ୍ୟ ବହୁଳତା କାରଣରୁ କ୍ଳାନ୍ତ ଅନୁଭବ କରିବେ। ଚାକିରିରେ ଚାପ ରହିବ। ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟ ପ୍ରତିକୂଳ ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଧନୁ:କର୍ମକ୍ଷେତ୍ରରେ ପ୍ରତାରଣା ପାଇପାରନ୍ତି। ଚାକିରିରେ ବିରକ୍ତିକର ପରିସ୍ଥିତି ରହିବ। ରାଜନୀତିରେ ଉତ୍ତେଜନା ରହିବ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ମକର:ନିଜର ବୁଦ୍ଧିମତା ଦ୍ବାରା କାର୍ଯ୍ୟ ହାସଲ କରିବେ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ସକ୍ରିୟ ରହିବେ । ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କୁମ୍ଭ:ଆର୍ଥିକ ବିଷୟକୁ କେନ୍ଦ୍ର କରି ଅଶାନ୍ତି ଉପୁଜିପାରେ। ପଡୋଶୀଙ୍କ ସହ ମନାନ୍ତର ହୋଇପାରେ। ପରିବହନ ଓ ବାଣିଜ୍ୟ ମନ୍ଥର ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ବାଇଗଣୀ

ମୀନ:କର୍ମକ୍ଷେତ୍ରରେ ସହଯୋଗ ପାଇ ଆଗେଇବେ। ରାଜନୀତିରେ ଲୋକପ୍ରିୟତା ବଢିବ। ପରିବହନ ଓ ବାଣିଜ୍ୟରେ ବେଶ୍‌ ଆୟ ହେବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

Leave A Reply

Your email address will not be published.