ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶୁକ୍ରବାର ରାଶିଫଳ (୦୩-୦୯-୨୦୨୧)

ମେଷ:ଦିନଟିରେ ଚଳଚଞ୍ଚଳ ରହିବେ। ଚାକିରିରେ ସହଯୋଗ ମିଳିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ବୃଷ:କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପାଇବେ। ରାଜନୀତିରେ ସକ୍ରିୟ ରହିବେ। ମହିଳାମାନେ ଆଳସ୍ୟ ହେବେ। ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ମିଥୁନ:ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହେବେ। ଚାକିରିରେ ଶତ୍ରୁବୃଦ୍ଧି ହେବେ। ମହିଳାମାନେ ହତାଦର ହେବେ। ଶିଳ୍ପ ଓ ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

କର୍କଟ:କର୍ମକ୍ଷେତ୍ରରେ ସମ୍ମାନିତ ହେବେ। ପ୍ରଶାସନିକ ଓ ରାଜନୀତିରେ ସକ୍ରିୟ ରହିବେ। ଚାକିରିରେ ଚଳଚଞ୍ଚଳ ରହିବେ।ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ଆଦର ପାଇବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଏଥିସହିତ ପଢ଼ନ୍ତୁ

ସିଂହ:ଉଚ୍ଚ ଆଶା ନେଇ ଆଗେଇବେ। ସାଂସାରିକ କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ। ବାଣିଜ୍ୟରେ ପୁଞ୍ଜିନିବେଶ କରି ଚିନ୍ତାରେ ରହିବେ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କନ୍ୟା:କର୍ମକ୍ଷେତ୍ରରେ ବିରୋଧାଭାସ ରହିବ। ମହିଳାମାନେ ଅପଯଶ ପାଇବେ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ବାଣିଜ୍ୟ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ତୁଳା:ଦେହ ଓ ମନ ଭଲ ରହିବ। ଅତିଥିଙ୍କ ଆଗମନ ହୋଇପାରେ। ଚାକିରିରେ ପ୍ରଶଂସା ପାଇବେ।ବାଣିଜ୍ୟରେ ସ୍ବଳ୍ପ ଲାଭ ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ବିଛା:ତୃତୀୟସ୍ଥ ଚନ୍ଦ୍ରଙ୍କ କାରଣରୁ ଆର୍ଥିକ ଦୁରାବସ୍ଥା ଦୂର ହେବ। ସାଂସାରିକ ଦକ୍ଷ ପ୍ରତିପାଦିତ ହେବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ଧନୁ:କର୍ମକ୍ଷେତ୍ରରେ ଅନିଶ୍ଚିତତା ଭିତରେ ଗତି କରିବେ। ସାଂସାରିକ ଭୁଲ୍ ବୁଝାମଣା ରହିବ। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ମକର:କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ପଡୋଶୀଙ୍କ ସହଯୋଗ ପାଇବେ। ଚାକିରିରେ ବ୍ୟସ୍ତତା ଭିତରେ କଟିବ। ବାଣିଜ୍ୟରେ ସଫଳତା ମିଳିବ। ଶିକ୍ଷାର୍ଥୀ ଯଶ ପାଇବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କୁମ୍ଭ:ପରିଶ୍ରମର ଫଳ ପାଇବେ। ଚାକିରିରେ ନିଷ୍ଠାପର ରହିବେ। ରାଜନୀତିରେ ଶତ୍ରୁମାନେ ପ୍ରଶମିତ ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ମୀନ:କର୍ମକ୍ଷେତ୍ରରେ ବିରୋଧାଭାସ ରହିବ। ଚାକିରିରେ କାର୍ଯ୍ୟ ବହୁଳ ରହିବ। ମହିଳାମାନେ ବିରକ୍ତିମନା ରହିବେ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ଅସଫଳ ହେବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

Leave A Reply

Your email address will not be published.