ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶୁକ୍ରବାର ରାଶିଫଳ (୦୩-୧୨-୨୦୨୧)

ମେଷ: କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ଚାକିରିରେ ଚାପ ରହିବ । ମହିଳାମାନେ ଦୁଶ୍ଚିନ୍ତାରେ ରହିବେ। ପରିବହନ ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ –୭, ଶୁଭ ରଙ୍ଗ – କଫି

ବୃଷ: ଅଟକି ରହିଥିବା କାର୍ଯ୍ୟ ସମ୍ପର୍ଣ୍ଣ ହେବ । ଚାକିରିରେ ଧନ ସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ପ୍ରଶଂସା ପାଇବେ। ବାଣିଜ୍ୟରେ ମନ ମୁତାବକ ଫଳ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ

ମିଥୁନ : ଦୃଢ଼ ମନୋବଳ ଦ୍ବାରା କାର୍ଯ୍ୟ ହାସଲ କରିବେ । ଚାକିରିରେ ନିଷ୍ଠା ରହିବ । ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ଅନୁଶାସନ ପ୍ରିୟ ହେବେ । ଶୁଭ ଅଙ୍କ – ୧, ଶୁଭ ରଙ୍ଗ – ଗୋଲାପି

କର୍କଟ: କାର୍ଯ୍ୟ ବିଳମ୍ବ ଓ ମନସ୍ତାପ ଭିତରେ ଗତି କରିବେ । ସନ୍ତାନ ସନ୍ତତିମାନେ ଅବାଧ୍ୟ ହେବେ । ଚାକିରିରେ ସମସ୍ୟା ରହିବ। ବାଣିଜ୍ୟରେ ବ୍ୟୟବହୁଳତା ରହିବ । ଶିକ୍ଷାର୍ଥୀ ଅସ୍ଥିର ମନା ହେବେ । ଶୁଭ ଅଙ୍କ –୯, ଶୁଭ ରଙ୍ଗ – ମେରୁନ୍

ଏଥିସହିତ ପଢ଼ନ୍ତୁ

ସିଂହ : ଦିନଟି ଚଞ୍ଚଳ ରହିବ। ଚାକିରିରେ କର୍ତ୍ତୃପକ୍ଷଙ୍କ ଅସ୍ଥାଭାଜନ ହେବେ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳତା ପାଇବେ | ଶୁଭ ଅଙ୍କ – ୩, ଶୁଭ ରଙ୍ଗ – କ୍ରୀମ୍

କନ୍ୟା: ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟିବ । ସାଂସାରିକ ସୁଖ ସମ୍ମାନ ପ୍ରାପ୍ତି ହେବ । ପ୍ରଶାସନିକ ମାନ ମର୍ଯ୍ୟାଦା ବୃଦ୍ଧି ହେବ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବ | ଶୁଭ ଅଙ୍କ – ୨, ଶୁଭ ରଙ୍ଗ – ସିଲ୍‌ଭର୍‌

ତୁଳା: କୌଣସି ବିଷୟକୁ ନେଇ ବ୍ୟାକୁଳ ରହିପାରନ୍ତି। ଅର୍ଥ ଚିନ୍ତା ଘାରିବ। ରାଜନୀତିରେ ବିବାଦୀୟ ପରିସ୍ଥିତି ରହିବ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ – ୫ ଶୁଭ ରଙ୍ଗ – ସବୁଜ

ବିଛା: ଦିନଟି ସୁଖ ସନ୍ତୋଷ ଭିତରେ କଟିବ। ଚାକିରିରେ ସହଯୋଗ ପାଇବେ । ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ଳଚଞ୍ଚଚଳ ରହିବେ । ଶୁଭ ଅଙ୍କ – ୩, ଶୁଭ ରଙ୍ଗ – ହଳଦିଆ

ଧନୁ : କୌଣସି କାର୍ଯ୍ୟ ଉଦ୍ଦେଶ୍ୟରେ ଦୂରଯାତ୍ରା କରି ପାରନ୍ତି । ଚାକିରିରେ ବ୍ୟସ୍ତତା ଭିତରେ କଟିବ। ଶିଳ୍ପ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ | ଶୁଭ ଅଙ୍କ – ୮, ଶୁଭ ରଙ୍ଗ – ବାଇଗଣି

ମକର : ବହୁ ଦିନର କାର୍ଯ୍ୟ ସମାପନ କରିବେ । ମହିଳାମାନେ ସୁଖୀ ରହିବେ । ଚାକିରିରେ ପଦୋନ୍ନତି ହୋଇପାରେ। ବାଣିଜ୍ୟରେ ସମୃଦ୍ଧି ହେବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ – ୬, ଶୁଭ ରଙ୍ଗ – ସିଲ୍‌ଭର

କୁମ୍ଭ: କୌଣସି ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳ ହେବେ । ଉଭୟ ପ୍ରେମ ଓ ସାଂସାରିକ ମଧୁର ସମ୍ପର୍କ ରହିବ। ଶିଳ୍ପ ଓ ବାଣିଜ୍ୟରେ ସକ୍ରିୟ ହେବେ । ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ । ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ

ମୀନ: ଯୋଜନା କରି ଅସଫଳ ହୋଇ ପାରନ୍ତି। ଅନ୍ୟପାଇଁ ସମସ୍ୟାରେ ପଡ଼ିପାରନ୍ତି । ଚାକିରିରେ ଅବହେଳା ରହିବ । ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ –୩, ଶୁଭ ରଙ୍ଗ – ଗୋଲ୍ଡେନ୍

Leave A Reply

Your email address will not be published.