ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶୁକ୍ରବାର ରାଶିଫଳ (୦୫-୦୭-୨୦୨୪)

ମେଷ: ପରିବାରବର୍ଗଙ୍କ ମଧ୍ୟରେ ଭଲ ବୁଝାମଣା ରହିବ। ସାହିତ୍ୟ, କଳା କ୍ଷେତ୍ରରେ ସମ୍ମାନିତ ହେବେ। ଭାବପ୍ରବଣ ହୋଇ ନିଷ୍ପତ୍ତି ନିଅନ୍ତୁନି। ପିଲାମାନେ ଖେଳକୁଦରେ ସମୟ ବିତାଇବେ।

ବୃଷ: ସ୍ବାସ୍ଥ୍ୟରେ ସୁଧାର ଆସିବ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଗୁରୁଜନଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିେବ। ଅଚାନକ ଖୁସି ଖବର ପାଇପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।

ମିଥୁନ: ନିବେଶ ପାଇଁ ସମୟ ଅନୁକୂଳ। କର୍ମକ୍ଷେତ୍ରରେ ହସଖୁସି ଲାଗିରହିବ। ଜରୁରି କାର୍ଯ୍ୟରେ ଦୂରସ୍ଥାନ ଯାତ୍ରା କରିପାରନ୍ତି। ଅଧିକ ପରିଶ୍ରମ କରିପାରନ୍ତି। ଗଣେଶଙ୍କ ଦର୍ଶନ କରନ୍ତୁ।

କର୍କଟ: ପ୍ରେମ ସମ୍ପର୍କରେ ତିକ୍ତତା ଦେଖାଦେବ। କାର୍ଯ୍ୟକ୍ଷେତ୍ରରେ ଅଧିକ ଚାପ ରହିବ। ବିଶେଷ କାର୍ଯ୍ୟକ୍ରମର ନେତୃତ୍ବ ନେଇପାରନ୍ତି। ପତ୍ନୀଙ୍କୁ ଦାମୀ ଉପହାର ଦେଇପାରନ୍ତି। ଧନପ୍ରାପ୍ତି ହେବ।

ସିଂହ: ଅନ୍ୟକୁ ଧାରଦେବା କାର୍ଯ୍ୟରୁ ଦୂରେଇ ରୁହନ୍ତୁ। କୋର୍ଟକଚେରୀ ମାମଲା ଆପଣଙ୍କ ପାଇଁ ନକାରାତ୍ମକ ରହିପାରେ। ମହିଳାମାନେ ସାମାଜିକ କାର୍ଯ୍ୟକ୍ରମରେ ସାମିଲ ରହିବେ।

କନ୍ୟା: ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ପାରିବାରିକ ହସଖୁସି ଲାଗିରହିବ। ପରିଶ୍ରମର ଫଳ ପାଇବେ।

ତୁଳା: ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ଆପଣଙ୍କ ପ୍ରଶଂସକଙ୍କ ସଂଖ୍ୟା ବୃଦ୍ଧି ପାଇବ। ବିତ୍ତୀୟ ସଫଳତା ପାଇଁ ନୂତନ ବିଚାର କରିବେ। ଅଯଥା ଖର୍ଚ୍ଚ କରନ୍ତୁନି।

ବିଛା: ଭବିଷ୍ୟତ ପାଇଁ ସଞ୍ଚୟ କରିବେ। ବିଦ୍ୟାର୍ଥୀମାନେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି। ଜମିଜମା ବିବାଦ ସୃଷ୍ଟି ହୋଇପାରେ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ସାମିଲ ରହିେବ।

ଧନୁ: ସାମାଜିକ ଓ ଧାର୍ମିକ ସମାରୋହରେ ସାମିଲ ହେବେ। ଆଶା କରିଥିବା ଦିଗରୁ ନିରାଶା ହୋଇପାରନ୍ତି। ମହିଳାମାେନ ଉଚ୍ଚାଭିଳାଷୀ ହେବେ। ବାଣିଜ୍ୟରେ ଉତ୍ତମ ଲାଭ ମିଳିବ।

ମକର: ସ୍ବାସ୍ଥ୍ୟପ୍ରତି ଧ୍ୟାନ ଦିଅନ୍ତୁ । ଉଧାର ଦେଉଥିଲେ ସାବଧାନ ହୋଇଯାଆନ୍ତୁ। ପରିବାର ସହିତ କିଛି ସମୟ ବିତାନ୍ତୁ। କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ ରହିଛି। ବୟସ୍କ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।

କୁମ୍ଭ: ରାଜନୀତି ସହ ଜଡ଼ିତ ବ୍ୟକ୍ତିଙ୍କୁ କିଛି ନୂତନ ଦାୟିତ୍ବ ମିଳିବ। ବିବାଦୀୟ ପରିସ୍ଥିତିରେ ମଧ୍ୟ ନିଜକୁ ଶାନ୍ତ ରଖିବାକୁ ଚେଷ୍ଟା କରନ୍ତୁ। ପିଲାଙ୍କ ସଫଳତାରେ ଅଭିଭାବକ ମାନେ ଆନନ୍ଦ ଅନୁଭବ କରିେବ।

ମୀନ: ସଫଳତା ହାସଲ କରିବେ। ସକାରାତ୍ମକ ଚିନ୍ତାଧାରା ସହିତ କାର୍ଯ୍ୟ କରିବେ। ନୂତନ ବ୍ୟବସାୟ ପାଇଁ ବର୍ତ୍ତମାନ ଉପଯୁକ୍ତ ସମୟ। ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିବେ।

Leave A Reply

Your email address will not be published.