ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶୁକ୍ରବାର ରାଶିଫଳ ( ୦୬-୦୮-୨୦୨୧ )

ମେଷ: ବିବାଦୀୟ କାର୍ଯ୍ୟରେ ଜୟ ଲାଭ କରିବେ । ଚାକିରିରେ ମାନସମ୍ମାନ ବୃଦ୍ଧି ପାଇବ। ମହିଳାମାନେ ସୁଖୀ ରହିବେ। ବାଣିଜ୍ୟର ଉତ୍ତମ ଆୟ ହେବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍

ବୃଷ: ଆର୍ଥିକ ସ୍ତରରେ ସମସ୍ୟା ରହିବ। ପଡୋଶୀଙ୍କ ସହ ମନାନ୍ତର ରହିବ । ରାଜନୀତିରେ ବିରୋଧାଭାସ ରହିବ । ଶିଳ୍ପ ଓ ବାଣିଜ୍ୟରେ ସ୍ବଳ୍ପ ଆୟ ହେବ। ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ

ମିଥୁନ: ଦିନଟି ସୁଖଶାନ୍ତି ଭିତରେ କଟିବ। ସାଂସାରିକ ଉତ୍ତମ ବୁଝାମଣା ରହିବ। ଚାକିରିରେ ସହକର୍ମୀଙ୍କ ସହଯୋଗ ମିଳିବ। ବାଣିଜ୍ୟ ଉତ୍ସାହଜନକ ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା

କର୍କଟ: ଉଦଯୋଗ କରି ସଫଳ ହେବେ। ଚାକିରି ସମୟ ବ୍ୟସ୍ତତା ଭିତରେ କଟିବ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟ ପରିସର ବୃଦ୍ଧି ପାଇବ | ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଏଥିସହିତ ପଢ଼ନ୍ତୁ

ସିଂହ: ଆର୍ଥିକ ଯୋଜନା କରି ସଫଳ ହେବେ। ପ୍ରଶାସନିକ ଓ ରାଜନୀତିରେ ପ୍ରସିଦ୍ଧି ବଢିବ। ମହିଳାମାନେ ଯଶ ପାଇବେ । ବାଣିଜ୍ୟରେ ଉତ୍ତମ ଲାଭ ମିଳିବ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍

କନ୍ୟା: ଯେକୌଣସି ଉପାୟରେ କାର୍ଯ୍ୟ ହାସଲ କରିବେ । ସାଂସାରିକ ସୁଖସମ୍ମାନ ପ୍ରାପ୍ତି ହେବ । ପରିବହନ ଓ ବାଣିଜ୍ୟରେ ସଞ୍ଚୟ ହେବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ

ତୁଳା: ଯୋଜନା କରି ଅସଫଳ ହେବେ |ଚାକିରିରେ ଅବହେଳା ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବତା ରହିବ। ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର୍

ବିଛା: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହେବେ । ଚାକିରିରେ ଅପଦସ୍ତ ହୋଇପାରନ୍ତି। ରାଜନୀତିରେ ଷଡଯନ୍ତ୍ରରେ ପଡ଼ିପାରନ୍ତି। ବାଣିଜ୍ୟ ପ୍ରତିକୂଳ ରହିବ। ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିକ୍

ଧନୁ: କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ପ୍ରଶାସନିକ ସୁନାମ ପାଇବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ମନମୁତାବକ ଫଳ ମିଳିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ- କଫି

ମକର: ଦିନଟି କର୍ମତତ୍ପର ରହିବେ। ଚାକିରିରେ ଦାୟିତ୍ବବୋଧ ରହିବ। ମହିଳାମାନେ ପରିଶ୍ରମୀ ହେବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ସଫଳ ହେବେ । ଶୁଭ ଅଙ୍କ-୩,ଶୁଭ ରଙ୍ଗ- ହଳଦିଆ

କୁମ୍ଭ: କର୍ମକ୍ଷେତ୍ରରେ ବ୍ୟୟବହୁଳତା ଦେଖାଦେବ | ଚାକିରିରେ କାର୍ଯ୍ୟଭାର ରହିବ ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ । ବାଣିଜ୍ୟ ମାନ୍ଦା ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ମୀନ: ଦିନଟି ଚଳଚଞ୍ଚଳ ରହିବେ। ମହିଳାମାନେ ଗୃହସଜ୍ଜାରେ ବ୍ୟସ୍ତ ରହିବେ । ଚାକିରିରେ ପ୍ରଶଂସା ପାଇବେ । ଶିଳ୍ପ ଓ ବାଣିଜ୍ୟରେ ସଫଳତା ମିଳିବ । ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

Leave A Reply

Your email address will not be published.