ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶୁକ୍ରବାର ରାଶିଫଳ (୦୯-୦୭-୨୦୨୧ )

ମେଷ : ତୃତୀୟସ୍ଥ ଚନ୍ଦ୍ରଙ୍କ କାରଣରୁ ସାମର୍ଥ୍ୟ ଅନୁଯାୟୀ ଉନ୍ନତି କରିବେ। ସାଂସାରିକ ଦକ୍ଷ ପ୍ରତିପାଦିତ ହେବେ। ବାଣିଜ୍ୟରେ ଉତ୍ତମ ଲାଭ ମିଳିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ବୃଷ : ଦିନଟି ଅସ୍ଥିର ରହିବେ। ଚାକିରିରେ ବ୍ୟସ୍ତ ବିବ୍ରତ ରହିବେ । ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମିଥୁନ: ଦିନଟି ସୁଖ ସନ୍ତୋଷ ଭିତରେ କଟିବ। ଚାକିରିରେ ସହଯୋଗ ମିଳିବ। ରାଜନୀତିରେ ପ୍ରସିଦ୍ଧି ବଢିବ। ବାଣିଜ୍ୟରେ ଭଲ ଆୟ ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

କର୍କଟ : ବାରମ୍ବାର ଚେଷ୍ଟା କରି ଆଗେଇ ଚାଲିବେ। ମହିଳାମାନେ ଚଳଚଞ୍ଚଳ ରହିବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ସିଂହ : ବିଭିନ୍ନ ମାର୍ଗରୁ ଆୟ ହେବ। ପ୍ରଶାସନିକ ଓ ରାଜନୀତିରେ ସକ୍ରିୟ ରହିବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ।ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

କନ୍ୟା : କିଛିଟା ସମସ୍ୟା ଭିତରେ କାର୍ଯ୍ୟ ହାସଲ କରିବେ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ତୁଳା : ଯୋଜନା କରି ଅସଫଳ ହେବେ। ଚାକିରିରେ କାର୍ଯ୍ୟ ବହୁଳ ରହିବ। ରାଜନୀତିରେ ପ୍ରତିକୂଳ ସ୍ଥିତି ରହିବ। ବାଣିଜ୍ୟ ମନ୍ଥର ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ବିଛା : ଅନେକ ବାଟରେ କ୍ଷତିଗ୍ରସ୍ତ ହେବେ। ଚାକିରିରେ ଅସହଯୋଗ ଦେଖାଦେବ। ରାଜନୀତିରେ ସମସ୍ୟା ରହିବ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ଧନୁ : ଦିନଟି ସୁଖସମ୍ମାନ ପ୍ରାପ୍ତି ହେବ। ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ବାଇଗଣୀ

ମକର : କୌଣସି ଯୋଜନାକୁ ନେଇ ବ୍ୟସ୍ତ ରହିବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ପରିବହନ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

କୁମ୍ଭ : କୌଣସି କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ମହିଳାମାନେ ହତୋତ୍ସାହ ରହିବେ।ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ମୀନ : କର୍ମକ୍ଷେତ୍ରରେ ସହଯୋଗ ମିଳିବ। ଚାକିରିରେ ସମ୍ମାନ ବଢିବ। ରାଜନୀତିରେ ଲୋକସମ୍ପର୍କ ବଢିବ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

Leave A Reply

Your email address will not be published.