ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶୁକ୍ରବାର ରାଶିଫଳ (୧୪-୦୫-୨୦୨୧)

ମେଷ:ଦିନଟିରେ କର୍ମତତ୍ପର ରହିବେ। ମହିଳାମାନେ ପରିଶ୍ରମୀ ହେବେ। ଚାକିରିରେ ଆର୍ଥିକ ଉନ୍ନତି ହେବ। ପ୍ରଶାସନିକ ସମ୍ମାନ ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ବୃଷ:କର୍ମକ୍ଷେତ୍ରରେ ଚଳଚଞ୍ଚଳ ରହିବେ। ଚାକିରିରେ ସହକର୍ମୀଙ୍କ ସହଯୋଗ ମିଳିବ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ଆକାଶୀ

ମିଥୁନ:କାର୍ଯ୍ୟ ବିଳମ୍ବ ଓ ମନସ୍ତାପ ରହିବ। ପଡୋଶୀଙ୍କ ସହ ଭୁଲବୁଝାମଣା ରହିବ। ରାଜନୀତିରେ ଅସହଯୋଗ ରହିବ। ପରିବହନ ଓ ବାଣିଜ୍ୟରେ ସମସ୍ୟା ରହିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କର୍କଟ:ଦୃଢ ମନୋବଳ ଓ କାର୍ଯ୍ୟ ସିଦ୍ଧି ହେବ। ପ୍ରଶାସନିକ ଉଚ୍ଚସମ୍ମାନ ପାଇବେ। ଚାକିରିରେ ସହଯୋଗ ମିଳିବ। ବାଣିଜ୍ୟରେ ଉତ୍ତମ ଫଳ ମିଳିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଏଥିସହିତ ପଢ଼ନ୍ତୁ

ସିଂହ:ବିଶିଷ୍ଟ ବ୍ୟକ୍ତିଙ୍କ ସହଯୋଗ ମିଳିବ।ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ମହିଳାମାନେ ଆଦର ସମ୍ମାନ ପାଇବେ।ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

କନ୍ୟା:ଗୁରୁଜନଙ୍କ ପରାମର୍ଶ କ୍ରମେ କାର୍ଯ୍ୟ କରି ସୁଫଳ ପାଇବେ। ମହିଳାମାନେ ଅନୁଶାସନ ଭିତରେ ରହିବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ତୁଳା:ବିଗତ କାର୍ଯ୍ୟକୁ ନେଇ ମନସ୍ତାପରେ ରହିବେ। ଚାକିରିରେ ଅସହଯୋଗ ରହିବ। ରାଜନୀତିରେ ଷଡଯନ୍ତ୍ରରେ ପ୍ରଭାବିତ ହେବେ। ବାଣିଜ୍ୟରେ କ୍ଷତି ହୋଇପାରେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ବିଛା:ଉତ୍ତେଜନା ଭିତରେ ବି ସଫଳତା ପାଇବେ। ମହିଳାମାନେ ଚିନ୍ତାରେ ରହିବେ। ଚାକିରିରେ ବ୍ୟସ୍ତତା ଭିତରେ କଟିବ।ବାଣିଜ୍ୟରେ ପୁଞ୍ଜିନିବେଶ କରି ଚିନ୍ତାରେ ରହିବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଧନୁ:ପରିଶ୍ରମର ଫଳ ପାଇବେ। ପ୍ରଶାସନିକ ଓ ରାଜନୀତିରେ ଦାୟିତ୍ବବୋଧ ଓ ସମ୍ମାନ ପାଇବେ। ମହିଳାମାନେ ସ୍ବାଧୀନ ଭାବରେ ସମୟ କଟାଇବେ। ବାଣିଜ୍ୟରେ ଭଲ ଆୟ ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ବାଇଗଣୀ

ମକର:ଅନ୍ୟର ସହଯୋଗ ପାଇ ଆଗେଇ ଚାଲିବେ। ରାଜନୀତିରେ ସକ୍ରିୟ ରହିବେ। ପ୍ରଶାସନିକ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ସଫଳ ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

କୁମ୍ଭ:କର୍ମକ୍ଷେତ୍ରରେ ଆବଦ୍ଧ ରହିବ। ଚାକିରିରେ ଚାପ ରହିବ। ରାଜନୀତିରେ ପ୍ରତିକୂଳ ସ୍ଥିତି ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ମୀନ:ଭବିଷ୍ୟତ ଯୋଜନା କାର୍ଯ୍ୟକ୍ଷମ ହେବ। ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ।
ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

Leave A Reply

Your email address will not be published.