ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶୁକ୍ରବାର ରାଶିଫଳ ( ୧୭-୦୯-୨୦୨୧ )

ମେଷ: କାର୍ଯ୍ୟ ସିଦ୍ଧି ସହ ସୁଖସମ୍ମାନ ପାଇବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ।ବାଣିଜ୍ୟରେ ସଞ୍ଚୟ ହେବ ଶିକ୍ଷାର୍ଥୀ ଦୃଢମନା ରହିବେ ଶୁଭ ଅଙ୍କ-୯, ଶୁଭ ରଙ୍ଗ-କମଳା

ବୃଷ: ଶୃଙ୍ଖଳିତ ଧାରାରେ କାର୍ଯ୍ୟ କରି ସଫଳ ହେବେ । ଚାକିରିରେ ସୁଚାରୁରୂପେ କାର୍ଯ୍ୟ ତୁଲାଇବେ । ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଅନୁଶାସନ ଭିତରେ ରହିବେ ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍

ମିଥୁନ: ଦିନଟି ମରୀଚିକା ପଛରେ ଦୌଡିବା ଭଳି ଦେଖାଦେବ। ଚାକିରିରେ କାର୍ଯ୍ୟଭାର ରହିବ। ରାଜନୀତି ପ୍ରତିକୂଳ ରହିବ।ବାଣିଜ୍ୟରେ ପ୍ରତିବନ୍ଧକ ରହିବ ଶିକ୍ଷାର୍ଥୀ ଭ୍ରମରେ ପଡିବେ ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର୍

କର୍କଟ: ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ। ସାଂସାରିକ ସୁଖମୟ ରହିବ। ରାଜନୀତିରେ ଚଳଚଞ୍ଚଳ ରହିବେ । ଶିଳ୍ପ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ । ଶିକ୍ଷାର୍ଥୀ ନିଷ୍ଠାବାନ ରହିବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍

ଏଥିସହିତ ପଢ଼ନ୍ତୁ

ସିଂହ: ଦିନଟି ବ୍ୟସ୍ତତା ଭିତରେ କଟିବ ରାଜନୀତିରେ ନେତୃତ୍ବ ବୃଦ୍ଧି ଘଟିବ। ଚାକିରିରେ କାର୍ଯ୍ୟ ବହୁଳ ରହିବ। ବାଣିଜ୍ୟରେ ଉତ୍ତେଜନା ରହିବ। ଶିକ୍ଷାର୍ଥୀ ସଫଳ ହେବେ | ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲଭର୍

କନ୍ୟା: ପରିଶ୍ରମର ଉଚିତ ଫଳ ମିଳିବ। ଚାକିରିରେ ସହଯୋଗ ପାଇବେ। ମହିଳାମାନେ ସୁଖୀ ରହିବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଦାୟିତ୍ବବାନ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ

ତୁଳା: କେତେକ ସମସ୍ୟାକୁ ନେଇ ବିଚଳିତ ରହିବେ |ଚାକିରିରେ କର୍ତ୍ତୃପକ୍ଷଙ୍କ ଚାପ ରହିବ ମହିଳାମାନେ ଚିନ୍ତାରେ ରହିବେ । ବାଣିଜ୍ୟରେ ସଞ୍ଚୟ ହେବ | ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ- ୬, ଶୁଭ ରଙ୍ଗ-ଧଳା

ବିଛା: ବିଭିନ୍ନ ଉପାୟରେ ଆୟ କରିବେ |ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ପ୍ରଶାସନିକ ପ୍ରଭାବଶାଳୀ ରହିବେ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍

ଧନୁ: ହଠାତ୍ ଧନପ୍ରାପ୍ତି ଯୋଗ ରହିଛି। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ । ମହିଳାମାନେ ପରିଶ୍ରମୀ ହେବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣୀ।

ମକର: ସମାଜରେ ପ୍ରତିଷ୍ଠା ବୃଦ୍ଧି ପାଇବ। ଚାକିରିରେ ସହଯୋଗ ପାଇବେ । ମହିଳାମାନେ ଯଶ ପାଇବେ। ବାଣିଜ୍ୟରେ ଗ୍ରାହକପ୍ରିୟ ହେବେ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର୍

କୁମ୍ଭ: କର୍ମକ୍ଷେତ୍ରରେ ବିରୋଧାଭାସ ରହିବ। ଚାକିରିରେ ଚାପ ରହିବ। ମହିଳାମାନେ ହତୋତ୍ସାହ ରହିବେ । ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ ।ଶିକ୍ଷାର୍ଥୀ ମାନେ ଅନ୍ୟମନସ୍କ ରହିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍

ମୀନ: ଦିନଟିରେ ଧନସମ୍ମାନ ପ୍ରାପ୍ତି ହେବ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ | ରାଜନୀତିରେ ସକ୍ରିୟ ରହିବେ | ବାଣିଜ୍ୟରେ ସଞ୍ଚୟ ହେବ । ଶିକ୍ଷାର୍ଥୀ ସଫଳ ହେବେ | ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି

Leave A Reply

Your email address will not be published.