ଶୁକ୍ରବାର ରାଶିଫଳ ( ୧୮– ୦୩- ୨୦୨୨ )

ମେଷ: ଦିନଟିରେ ଦୃଢ଼ମନା ରହିବେ। ଚାକିରିରେ ସ୍ଥାୟିତ୍ଵ ବଜାୟ ରହିବ। ରାଜନୀତିରେ ଶତ୍ରୁଜୟୀ ହେବେ | ମହିଳାମାନେ ସମ୍ମାନ ପାଇବେ | ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା |
ବୃଷ: କୌଣସି ବିଷୟକୁ ନେଇ ଉତ୍ତେଜନାରେ ରହିବେ । ସନ୍ତାନସନ୍ତତିମାନେ ଅବାଧ୍ୟ ହୋଇପାରନ୍ତି। ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ | ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ ।
ମିଥୁନ: ବହୁ ଚେଷ୍ଟା କରି କାର୍ଯ୍ୟ ତୁଲାଇବେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ । ମହିଳାମାନେ ଉତ୍ସାହିତ ରହିବେ । ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲ୍ଭର୍।
କର୍କଟ: କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ସକ୍ରିୟ ରହିବେ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀଙ୍କର ମନୋବଳ ଦୃଢ଼ ରହିବ | ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।
ସିଂହ: ଏକ ସଙ୍ଗେ ଧନସମ୍ମାନ ପ୍ରାପ୍ତି ହୋଇପାରେ। ପଡ଼ୋଶୀଙ୍କ ସହ ମନାନ୍ତର ହୋଇପାରେ। ଚାକିରିରେ ସହଯୋଗ ମିଳିବ। ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ସଫଳ ହେବେ | ଶୁଭ ଅଙ୍କ-୯, ଶୁଭ ରଙ୍ଗ- ଲାଲ୍ |
କନ୍ୟା: ଦିନଟି ହର୍ଷୋଲ୍ଲାସରେ କଟିବ। ରାଜନୀତିରେ ପ୍ରଶଂସା ପାଇବେ। ଚାକିରିରେ ସହକର୍ମୀଙ୍କ ସହଯୋଗ ମିଳିବ । ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍।
ତୁଳା: କର୍ମକ୍ଷେତ୍ରରେ ମନ୍ଥରତା ରହିବ। ସାସାଂରିକ ଭୁଲ୍ ବୁଝାମଣା ରହିବ। ରାଜନୀତିରେ ବିବାଦୀୟ ପରିସ୍ଥିତି ଉପୁଜିପାରେ। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ଧଳା |
ବିଛା: କର୍ମକ୍ଷେତ୍ର ପରିସର ବୃଦ୍ଧିପାଇବ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ଚାକିରିରେ ନିଷ୍ଠାପର ରହିବେ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ମେରୁନ୍ |
ଧନୁ: ଗୁରୁତ୍ବପୁର୍ଣ୍ଣ କାର୍ଯ୍ୟକୁ ତୁଲାଇ ଆଶ୍ବସ୍ତି ହେବେ । ଚାକିରିରେ ସମ୍ମାନପ୍ରାପ୍ତି ହେବ | ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ବାଣିଜ୍ୟ ଲାଭାନ୍ବିତ ହେବେ । ଶୁଭ ଅଙ୍କ- ୭, ଶୁଭ ରଙ୍ଗ- କଫି ।
ମକର: ଶୃଙ୍ଖଳିତ ଭାବରେ କାର୍ଯ୍ୟ କରି ସୁଫଳ ପାଇବେ। ରାଜନୀତିରେ ଲୋକପ୍ରିୟତା ବଢ଼ିବ। ବାଣିଜ୍ୟରେ ଲାଭଜନକ ରହିବ। ଶିକ୍ଷାର୍ଥୀ ଯଶ ପାଇବେ | ଶୁଭ ଅଙ୍କ- ୮, ଶୁଭ ରଙ୍ଗ- ନୀଳ |
କୁମ୍ଭ: କର୍ମକ୍ଷେତ୍ରରେ ଶତ୍ରୁବୃଦ୍ଧି ହେବେ। ରାଜନୀତିରେ ପ୍ରତିକୂଳତା ଦେଖାଦେବ। ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟରେ ହାନି ହୋଇପାରେ । ଶିକ୍ଷାର୍ଥୀ ଆଳସ୍ୟ ରହିବେ । ଶୁଭ ଅଙ୍କ- ୫, ଶୁଭ ରଙ୍ଗ- ସବୁଜ |
ମୀନ: କର୍ମକ୍ଷେତ୍ରରେ ସହଯୋଗ ପାଇବେ। ଚାକିରିରେ ପ୍ରଶଂସା ପାଇବେ। ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ମନ ମୁତାବକ ଫଳ ମିଳିବ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ | ଶୁଭ ଅଙ୍କ-୮, ଶୁଭ ରଙ୍ଗ- ବାଇଗଣୀ |