ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶୁକ୍ରବାର ରାଶିଫଳ (୨୧-୦୧-୨୦୨୨)

ମେଷ: କର୍ମକ୍ଷେତ୍ରରେ ଅପଦସ୍ତ ହୋଇପାରନ୍ତି। ସନ୍ତାନ ସନ୍ତତିମାନେ ଅବାଧ୍ୟ ହେବେ। ରାଜନୀତିରେ ଅସହଯୋଗ ରହିବ। ବାଣିଜ୍ୟରେ ମନ୍ଥରତା ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ- ଲାଲ୍‌।

ବୃଷ: କଠିନ ପରିଶ୍ରମ କରି ସଫଳ ହେବେ। ରାଜନୀତିରେ ଜନସେବାରେ ବ୍ରତୀହେବେ। ଚାକିରିରେ କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳତା ପାଇବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।

ମିଥୁନ: ସମାଜରେ ପ୍ରତିଷ୍ଠିତ ହେବେ। ମହିଳାମାନେ ସ୍ବାଭିମାନୀ ହେବେ। ରାଜନୀତିରେ ପ୍ରଭାବଶାଳୀ ରହିବେ। ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍‌।

କର୍କଟ: କର୍ମକ୍ଷେତ୍ର ସମସ୍ୟା ବହୁଳ ରହିବ। ଚାକିରିରେ ଅଭିଯୋଗ ଆସିପାରେ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ଶିଳ୍ପ ଓ ବାଣିଜ୍ୟ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ- ଧଳା।

ଏଥିସହିତ ପଢ଼ନ୍ତୁ

ସିଂହ: କର୍ମକ୍ଷେତ୍ରରେ ସହଯୋଗ ପାଇବେ। ରାଜନୀତିରେ ସୁନାମ ପାଇବେ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ପାଇବେ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।

କନ୍ୟା: ଦିନଟିରେ ଚଳଚଞ୍ଚଳ ରହିବେ। ଚାକିରିରେ ସହକର୍ମୀ ସହଯୋଗ ପାଇବେ। ରାଜନୀତିରେ ଦୂରଯାତ୍ରା କରିପାରନ୍ତି। ବାଣିଜ୍ୟରେ ସ୍ବଳ୍ପ ଆୟ ହେବ। ଶିକ୍ଷାର୍ଥୀ ଚଞ୍ଚଳ ରହିବେ। ଶୁଭ ଅଙ୍କ-୬ ,ଶୁଭ ରଙ୍ଗ- ଧଳା।

ତୁଳା: କର୍ମକ୍ଷେତ୍ରରେ ସ୍ବାଧୀନତା ରହିବ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ମହିଳାମାନେ ସୁଖୀ ରହିବେ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର୍‌।

ବିଛା: ବିଶିଷ୍ଟ ବ୍ୟକ୍ତିଙ୍କ ସହ ସମ୍ପର୍କ ସ୍ଥାପନ ଓ ସହଯୋଗ ମିଳିବ। ରାଜନୀତିରେ ସକ୍ରିୟ ରହିବେ। ଚାକିରିରେ ମାନମର୍ଯାଦା ବୃଦ୍ଧି ପାଇବ। ବାଣିଜ୍ୟରେ ଓ ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ- ମେରୁନ୍‌।

ଧନୁ: ଦିନଟିରେ ଆୟବ୍ୟୟ ସମାନ ରହିବ। ଚାକିରିରେ ଅବହେଳା ରହିବ। ରାଜନୀତିରେ ଜନବିରୋଧୀ ହୋଇପାରନ୍ତି। ବାଣିଜ୍ୟରେ ବ୍ୟୟ ବହୁଳତା ଦେଖାଦେବ। ଶୁଭ ଅଙ୍କ- ୩, ଶୁଭ ରଙ୍ଗ- ଗୋଲଡ଼େନ୍‌।

ମକର: କର୍ମକ୍ଷେତ୍ରରେ ପ୍ରତାରଣା ପାଇପାରନ୍ତି। ସାଂସାରିକ ସମସ୍ୟା ବହୁଳ ରହିବ। ରାଜନୀତିରେ ଜଟିଳ ପରିସ୍ଥିତି ରହିବ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ- ୮, ଶୁଭ ରଙ୍ଗ- କଳା।

କୁମ୍ଭ: ବିଭିନ୍ନ ଉପାୟରେ ଅର୍ଥାଗମ ହୋଇପାରେ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ମହିଳାମାନେ ସୁଖୀ ରହିବେ। ବାଣିଜ୍ୟ ଉତ୍ସାହଜନକ ରହିବ। ଶିକ୍ଷାର୍ଥୀ ଆଜ୍ଞାଧୀନ ହେବେ। ଶୁଭ ଅଙ୍କ- ୫, ଶୁଭ ରଙ୍ଗ- ସବୁଜ।

ମୀନ: ଦୁଃସାହସିକ ଭିତିରେ କାର୍ଯ୍ୟ କରି ସଫଳ ପାଇବେ। ରାଜନୀତିରେ ନେତୃତ୍ବ ନେଇ ସମ୍ମାନିତ ହେବେ। ପରିବହନ ଓ ବାଣିଜ୍ୟ ଲଭଜନକ ରହିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ- ୭,ଶୁଭ ରଙ୍ଗ- କଫି।

Leave A Reply

Your email address will not be published.