ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶୁକ୍ରବାର ରାଶିଫଳ (୨୪-୦୫-୨୦୨୪)

ମେଷ: ଦିନଟି ଭଲରେ କଟିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହାୟତା ମିଳିବ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ନକାରାତ୍ମକ ଚିନ୍ତା ଦୂର ହେବ।

ବୃଷ: ଯାତ୍ରା ଯୋଗ ଅଛି। ଜୀବନସାଥୀଙ୍କ ସହ ସୁଖମୟ ସମୟ ଅତିବାହିତ କରିବେ। ନିବେଶରୁ ଦୂରେଇ ରୁହନ୍ତୁ। କୌଣସି ଶୁଭ ଖବର ମିଳିବ। ଛାବନ୍ଧୁଙ୍କ ସହ ମନୋମାଳିନ୍ୟ ଦେଖା ଦେବ।

ମିଥୁନ: ଯାନବାହନ କିଣିବେ। ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ।

କର୍କଟ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ଅଯଥା ଖର୍ଚ୍ଚ ବୃଦ୍ଧି ପାଇବ। ବିବାହରେ ସମସ୍ୟା ଆସିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ।

ସିଂହ: ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ଜୀବନସାଥୀଙ୍କ ସହଯୋଗ ମିଳିବ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେବ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ପୂଜାପାଠ ଆୟୋଜନ କରିବେ। ଆୟର ନୂଆ ଅବସର ପ୍ରାପ୍ତ ହେବ।

ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିବ। ରାଜନୀତିରେ ସଫଳତା ମିଳିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ।

ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ।

ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।

ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିକୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ସୁଖମୟ ହେବ।

କୁମ୍ଭ: ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟା ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି।

ମୀନ: ଚାକିରିରେ ବନ୍ଧୁଙ୍କ ସହାୟତା ମିଳିବ। ଭାବିଚିନ୍ତି ନିବେଶ କରନ୍ତୁ। ଅଫିସ୍‌ରେ ସହକର୍ମୀଙ୍କ ସହ ମତାନ୍ତର ଦେଖା ଦେବ। ନୂଆ କାର୍ଯ୍ୟ ଆରମ୍ଭ କରିବାର ଉତ୍ତମ ସମୟ। ସ୍ବାମୀ-ସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝମଣା ରହିବ।

Leave A Reply

Your email address will not be published.