ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶୁକ୍ରବାର ରାଶିଫଳ (୨୫-୬-୨୦୨୧)

ମେଷ : ଦିନଟି ଶୃଙ୍ଖଳିତ ଭାବରେ କଟିବ। ମହିଳାମାନେ ସମ୍ମାନ ପାଇବେ । ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ । ରାଜନୀତିରେ ଜନସେବାରେ ବ୍ରତୀ ହେବେ । ବାଣିଜ୍ୟରେ ଲାଭାନ୍ବିତ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା

ବୃଷ : କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ରାଜନୀତିରେ ଷଡଯନ୍ତ୍ରରେ ପଡିପାରନ୍ତି। ଚାକିରିରେ ସ୍ଥାନଚ୍ୟୁତ ହୋଇପାରନ୍ତି । ପରିବହନ, ଶିଳ୍ପ ଓ ବାଣିଜ୍ୟ ପ୍ରତିକୂଳ ରହିବ | ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ମିଥୁନ : ଦିନଟି ପ୍ରସନ୍ନତା ଭିତରେ କଟିବ। ବନ୍ଧୁବାନ୍ଧବଙ୍କ ସହଯୋଗ ପାଇବେ। ମହିଳାମାନେ ସୁଖୀ ରହିବେ । ପରିବହନ ଓ ବାଣିଜ୍ୟରେ ମନମୁତାବକ ଫଳ ମିଳିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍

କର୍କଟ : ଦିନଟି କର୍ମତତ୍ପର ରହିବେ। ଚାକିରିରେ ସମ୍ମାନ ବଢିବ। ରାଜନୀତିରେ ସକ୍ରିୟ ରହିବେ। ମହିଳାମାନେ ରକ୍ଷଣଶୀଳା ହେବେ । ବାଣିଜ୍ୟ ଲାଭଜନକ ରହିବ । ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

ଏଥିସହିତ ପଢ଼ନ୍ତୁ

ସିଂହ : ନୂତନ ଯୋଜନା ଫଳପ୍ରସୂ ହେବ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ । ମହିଳାମାନେ ପରିଶ୍ରମୀ ହେବେ । ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ । ଶୁଭ ଅଙ୍କ-୯,ଶୁଭ ରଙ୍ଗ-କମଳା

କନ୍ୟା : ଦିନଟିରେ ପରିଶ୍ରମ ମୁତାବକ ଫଳ ପାଇବେ ନାହିଁ । ସାଂସାରିକ ଭୁଲ ବୁଝାମଣା ରହିବ । ଚାକିରିରେ ଅବହେଳା ରହିବ । ବାଣିଜ୍ୟ ମନ୍ତ୍ରର ରହିବ। ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍

ତୁଳା : କିଛିଟା ଉତ୍ତେଜନା ଭିତରେ ଆଗେଇ ଚାଲିବେ । ସାଂସାରିକ ଅସ୍ଥିର ମନା ରହିବେ । ରାଜନୀତିରେ ବ୍ୟସ୍ତ ବିବ୍ରତ ରହିବେ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା

ବିଛା : ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ପଡୋଶୀଙ୍କ ସହଯୋଗ ମିଳିବ | ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ବାଣିଜ୍ୟରେ ଆୟ ଦ୍ବିଗୁଣିତ ରହିବ। ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍

ଧନୁ : କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ। ମହିଳାମାନେ ଯଶକୀର୍ତ୍ତି ପାଇବେ । ଶିଳ୍ପ ଓ ବାଣିଜ୍ୟ ସନ୍ତୋଷଜନକ ରହିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି

ମକର : କର୍ମକ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି। ସାଂସାରିକ ଉତ୍ତେଜନା ଓ ବ୍ୟୟ ବୃଦ୍ଧି ଦେଖାଦେବ। ଚାକିରିରେ ଚିନ୍ତା ରହିବ। ବାଣିଜ୍ୟରେ ବାଧାବିଘ୍ନ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ

କୁମ୍ଭ : ଦିନଟି ଅସ୍ଥିରତା କାରଣରୁ କାର୍ଯ୍ୟ ତ୍ରୁଟି କରିପାରନ୍ତି। ସାଂସାରିକ ଅର୍ଥପ୍ରାପ୍ତି ଯୋଗ ରହିଛି । ରାଜନୀତିରେ କୌଣସି ବିଷୟକୁ ନେଇ ଚିନ୍ତା ରହିବ। ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର୍

ମାନ : କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ପ୍ରଶାସନିକ ଲୋକସମ୍ପର୍କ ବଢିବ। ବାଣିଜ୍ୟରେ ମନମୁତାବକ ଫଳ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍

Leave A Reply

Your email address will not be published.