ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶୁକ୍ରବାର ରାଶିଫଳ (୨୮-୦୫-୨୦୨୧)

ମେଷ: ପରିଶ୍ରମ ମୁତାବକ ଫଳ ପାଇବେ ନାହିଁ। ସନ୍ତାନସନ୍ତତିମାନେ ଚିନ୍ତାରେ ପକାଇବେ। ଚାକିରିରେ ସମସ୍ୟା ରହିବ। ବାଣିଜ୍ୟରେ ସମାଧାନ ଫଳ ପାଇବେ । ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ବୃଷ: ଦିନଟି ବାଧାବିଘ୍ନ ଭିତରେ କଟିବ। ଚାକିରିରେ ଶତ୍ରୁ ପ୍ରଭାବିତ କରିପାରନ୍ତି। ମହିଳାମାନେ ଅପଯଶ ପାଇବେ। ବାଣିଜ୍ୟରେ କ୍ଷତି ହୋଇପାରେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟଲିକ୍

ମିଥୁନ: ବିଭିନ୍ନ ଉପାୟରେ ଆୟ କରିବେ। ପ୍ରଶାସନିକ ଉଚ୍ଚପ୍ରଶଂସା ପାଇବେ। ଚାକିରିରେ ସ୍ବାଧୀନତା ରହିବ। ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ

କର୍କଟ: କର୍ମକ୍ଷେତ୍ରରେ ନେତୃତ୍ବ ନେଇ ସଫଳ ହେବେ । ସାଂସାରିକ ଉତ୍ତମ ବୁଝାମଣା ରହିବ। ମହିଳାମାନେ ଚଳଚଞ୍ଚଳ ରହିବେ । ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍

ଏଥିସହିତ ପଢ଼ନ୍ତୁ

ସିଂହ: ଦିନଟି ସମସ୍ୟା ଭିତରେ ଗତି କରିବେ । ଚାକିରିରେ କାର୍ଯ୍ୟ ବହୁଳ ରହିବ। ରାଜନୀତିରେ ସମସ୍ୟା ରହିବ । ପରିବହନ ଓ ବାଣିଜ୍ୟରେ ବ୍ୟୟବହୁଳ ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍

କନ୍ୟା: ବହୁ ପରିଶ୍ରମ କରି ସୁଫଳ ପାଇବେ । ଚାକିରିରେ ଚଳଚଞ୍ଚଳ ରହିବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ପ୍ରସାର ହେବ | ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ

ତୁଳା: କିଛିଟା ଉତ୍ତେଜନା ଭିତରେ କାର୍ଯ୍ୟ ପୂର୍ଣ୍ଣ କରିବେ । ମହିଳାମାନେ ବ୍ୟସ୍ତ ବିବ୍ରତ ରହିବେ । ଚାକିରୀରେ କାର୍ଯ୍ୟ ତୁଲାଇବେ | ବାଣିଜ୍ୟରେ ଶୁଭ ହେବ | ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ

ବିଛା: ଦିନଟି ଚଳଚଞ୍ଚଳ ରହିବେ ।ଆର୍ଥିକ ସୁଧାର ଆସିବ। ଚାକିରିରେ ନିଷ୍ଠାପର ରହିବେ। ଶିଳ୍ପ ଓ ବାଣିଜ୍ୟରେ ଭଲ ଆୟ ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍

ଧନୁ: ଦିନଟି ସୁଖସନ୍ତୋଷ ଭିତରେ କଟିବ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣୀ

ମକର: କୌଣସି କାର୍ଯ୍ୟ ଉଦ୍ଦେଶ୍ୟରେ ଦୂରଯାତ୍ରା କରିପାରନ୍ତି । ଚାକିରିରେ କାର୍ଯ୍ୟ ବ୍ୟସ୍ତ ରହିବେ। ଶିଳ୍ପ ଓ ବାଣିଜ୍ୟରେ ସ୍ବଳ୍ପ ଲାଭ ହେବ। ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍

କୁମ୍ଭ: କୌଣସି ବଡ ଧରଣର କାର୍ଯ୍ୟକୁ ନେଇ ଚିନ୍ତାରେ ରହିବ। ମହିଳାମାନେ ପରିଶ୍ରମୀ ହେବେ। ଚାକିରିରେ ସମ୍ମାନ ବଢିବ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ

ମୀନ: ଆୟ ଉତ୍ତମ ହେବ। ସାଂସାରିକ ସୁଖସମ୍ମାନ ପାଇବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

Leave A Reply

Your email address will not be published.