ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆସନ୍ତା ସେପ୍ଟେମ୍ବର ୬ରୁ OJEE

ଭୁବନେଶ୍ବର: ଆସନ୍ତା ସେପ୍ଟେମ୍ବର ୬ ତାରିଖରୁ ଆରମ୍ଭ ହେବ ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (OJEE) । ସେପ୍ଟେମ୍ବର ୬ ତାରିଖରେ ଆରମ୍ଭ ହୋଇ ୧୮ ତାରିଖରେ ଶେଷ ହେବ । ପ୍ରତିଦିନ ୩ଟି ସିଫ୍ଟରେ CBT ମୋଡରେ ପରୀକ୍ଷା ହେବା ନେଇ ସୂଚନା ମିଳିଛି । ଏ ନେଇ ସୂଚନା ଦେଇଛନ୍ତି OJEE ଅଧ୍ୟକ୍ଷ ସୁଦୀପ ଚାନ୍ଦ । ପରୀକ୍ଷା ସମୟରେ କୋଭିଡ୍ ଗାଇଡଲାଇନ୍‌କୁ କଡାକଡିଭାବେ ପାଳନ କରାଯିବା ସହ ମାସ୍କ, ସାନିଟାଇଜ ଏବଂ ସାମାଜିତ ଦୂରତା ଉପରେ ଗୁରୁତ୍ବ ଦିଆଯିବ । ଛାତ୍ରଛାତ୍ରୀ ଓ ଅଭିଭାବକମାନେ ୱେବସାଇଟ୍‌ରୁ ଏହି ତଥ୍ୟ ପାଇପାରିବେ ବୋଲି ଶ୍ରୀ ଚାନ୍ଦ ସୂଚନା ଦେଇଛନ୍ତି।

Leave A Reply

Your email address will not be published.